ବାରିପଦା: ଦେବସ୍ନାନ ପୂର୍ଣ୍ଣିମାରେ ବାରିପଦାରେ ଶ୍ରୀ ଶ୍ରୀ ହରିବଳଦେବ ଜୀଉଙ୍କର ସ୍ନାନନୀତି ଅନୁଷ୍ଠିତ ହୋଇଛି । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ମହାପ୍ରଭୁ । କରୋନା କଟକଣା ଭିତରେ ସ୍ନାନନୀତି ଅନୁଷ୍ଠିତ ହୋଇଛି । ଆଜି ରାତିରେ ଶ୍ରୀଜିଉମାନେ ଅଣସର ବିଜେ କରିବେ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିନା ଭକ୍ତରେ ହୋଇଛି ସ୍ନାନଯାତ୍ରୀ । ଭକ୍ତଙ୍କ ଭିଡ଼କୁ ଏଡାଇବାକୁ ଆଗୁଆ ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ । ମନ୍ଦିର ପରିସରରେ ୧୪୪ ଧାରା ଜାରି ହୋଇଛି । ବ୍ୟାପକ ପୋଲିସ ବି ମୁତୟନ ହୋଇଛନ୍ତି । ସୁରକ୍ଷା ଦାୟିତ୍ୱରେ ଅଛନ୍ତି ୨ ଜଣ ଡିଏସପି ଓ ୨ଜଣ ଇନିସପେକ୍ଟରଙ୍କ ସମେତ ୨୬ ପୋଲିସ ଅଧିକାରୀ ।
BREAKING NEWS
- Dua steals spotlight: ପୂରା ବାପାଙ୍କ କାର୍ବନ କପି ଝିଅ ଦୁଆ…ଫଟୋଶୁଟ୍ରେ ମମ୍ମି-ପାପାଙ୍କ ମଝିରେ ଚୋରି କରିନେଲେ ସବୁ ଲାଇମଲାଇଟ୍!
- Online Fraud: ପାର୍ସଲ ଖୋଲି ଉଡ଼ିଗଲା ଯୁବକଙ୍କ ହୋସ୍! ଅର୍ଡର କରିଥିଲେ କ’ଣ…ଆସିଲା କ’ଣ…
- କଟକର ଘରୋଇ କଲେଜ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ
- ଆସୁଛି ଆଉ ଏକ ଲଘୁଚାପ, ୧୨ ଯାଏଁ ପ୍ରବଳ ବର୍ଷା
- ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ
- ATCରେ ତ୍ରୁଟି, ବ୍ରିଟେନରେ ୧୦୦୦ ବିମାନ ବାତିଲ
- ବନ୍ୟା ପରେ ନେପାଳରେ ଭୂକମ୍ପ, ତୀବ୍ରତା ୫.୦…
- ଫାୟାର ସେଫ୍ଟି ନିୟମ ନମାନିଲେ ବନ୍ଦ ହେବ କୋଚିଂ ସେଣ୍ଟର…
- ବିଶ୍ୱରେ ସବୁଠୁ ଅଧିକ ଟଙ୍କା ପାଉଥିବା ପ୍ରଧାନମନ୍ତ୍ରୀ : ବଢ଼ିଲା ବାର୍ଷିକ ୧ ନିୟୁତ ଡଲାର
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ

Comments are closed.