ଭୁବନେଶ୍ବର : ଶିକ୍ଷା ଓ ଅନୁସନ୍ଧାନର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି ନ୍ୟାସନାଲ କାଉନସିଲ ଫର ସିମେଣ୍ଟ ଆଣ୍ଡ ବିଲ୍ଡିଂ ମ୍ୟାଟେରିଆଲ୍ସର ଡାଇରେକ୍ଟର ଜେନେରାଲ ଡକ୍ଟର ବିବେକାନନ୍ଦ ମହାପାତ୍ର । ସାକ୍ଷାତ ସମୟରେ ଦୁଇ ଅନୁଷ୍ଠାନ ମଧ୍ୟରେ ଗବେଷଣା, ପ୍ରଶିକ୍ଷଣ ଓ କୌଶଳ ବିକାଶକୁ ନେଇ ଆଲୋଚନା ହୋଇଛି । ଏହାସହ ସହଭାଗିତା ଏବଂ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ବୈଜ୍ଞାନିକଙ୍କ ଆଦାନ ପ୍ରଦାନ ଉପରେ ମଧ୍ୟ ଆଲୋଚନା ହୋଇଛି । ଏହି ଆଲୋଚନା ସମୟରେ ସୋଆର ରେଜିଷ୍ଟ୍ରାର ପ୍ରଫେସର ବିଭୂତି ଭୂଷଣ ପ୍ରଧାନ, ଇନଷ୍ଟିଚ୍ୟୁଟ ଅଫ୍ ଟେକ୍ନିକାଲ ଏଜୁକେସନ ଆଣ୍ଡ ରିସର୍ଚ୍ଚର ବିଭିନ୍ନ ବିଭାଗର ମୁଖ୍ୟ ଏବଂ ସୋଆର ବରିଷ୍ଠ କର୍ମକର୍ତ୍ତା ଉପସ୍ଥିତ ଥିଲେ ।
BREAKING NEWS
- Oust CEC Over ‘discriminatory conduct’: ୧୯୩ ସାଂସଦଙ୍କ ସାଇନ୍…ପଦରୁ ହଟିବେ କି ଜ୍ଞାନେଶ କୁମାର? CECଙ୍କୁ ହଟାଇବା ପାଇଁ କ’ଣ ରହିଛି ପ୍ରକ୍ରିୟା?
- Woman Kills 2 Minor Daughters: ଦୁଇ ଶିଶୁକନ୍ୟାଙ୍କୁ କୂଅକୁ ଠେଲି ମାରିଦେଲା ମାଆ!
- US Forces Targets on Iranian Island: ଖର୍ଗ ଆଇଲାଣ୍ଡ ଉପରେ ଆମେରିକାର ଆକ୍ରମଣ, ଇରାନର ସାମରିକ ଘାଟି ନଷ୍ଟ ନେଇ ଦାବି କଲେ ଟ୍ରମ୍ପ
- PM Modi hits out at Congress: ‘ତେଲ, ଏଲପିଜି ନେଇ ଦେଶକୁ ଭ୍ରମିତ କରୁଛି କଂଗ୍ରେସ’, ଆସାମରେ ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
Comments are closed.