Latest Odisha News

ଜାମ୍ମୁକାଶ୍ମୀର ପୋଲିସ୍ ପ୍ରଶାସନର ମୁଖିଆ ହେଲେ ଓଡିଆ ପୁଅ

ଭୁବନେଶ୍ବର: ଜାମ୍ମୁକାଶ୍ମୀର ପୋଲିସ୍ ପ୍ରଶାସନର ମୁଖିଆ ଭାର ଗ୍ରହଣ କଲେ ଓଡିଆ ପୁଅ । ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁ ଜାମ୍ମୁକାଶ୍ମୀର ଡିଜିପି ଭାବେ ନିଯୁକ୍ତି ହୋଇଛନ୍ତି । ଏଜିଏମୟୁଟି କ୍ୟାଡରର ଓଡ଼ିଆ ଆଇପିଏସ୍‌ ରଶ୍ମୀରଂଜନ ସ୍ବାଇଁଙ୍କ ନିଯୁକ୍ତି ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।

ତେବେ ଜାମ୍ମୁ କାଶ୍ମୀରରେ ବର୍ତ୍ତମାନ ସ୍ଥିତି ଗମ୍ଭୀର ଥିବା ବେଳେ ୧୯୯୧ ବ୍ୟାଚର ଆଇପିଏସ୍ ରଶ୍ମି ରଞ୍ଜନ ସ୍ବାଇଁଙ୍କୁ ଏହାର ଦାୟିତ୍ବ ଭାର ଦେଇଛନ୍ତି ସରକାର । ଓଡିଶା ରାଉଲକେଲା ନିବାସୀ ରଶ୍ମିରଞ୍ଜନ ସେପ୍‌ଟେମ୍ବର ୩୦ ପର୍ଯ୍ୟନ୍ତ ଡିଜି  ଭାବେ କାର୍ଯ୍ୟକରିବେ । ଏବେ ଜାମ୍ମୁକାଶ୍ମୀରର କାର୍ଯ୍ୟକାରୀ ଡିଜିପି ଅଛନ୍ତି ରଶ୍ମୀରଂଜନ ।

Comments are closed.