ବ୍ରହ୍ମପୁର:ବିଜୁ ମହିଳା ଜନତା ଦଳର ବ୍ରହ୍ମପୁର ସାଂଗଠନିକ ଜିଲା ପଦାଧିକାରୀଙ୍କ ନାମ ଘୋଷଣା କରାଯାଇଛି। ରାଜ୍ୟ ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଏହି ନାମ ଘୋଷଣା କରିଛନ୍ତି। ସଭାନେତ୍ରୀ ଭାବେ ପୁଣି ଥରେ ସୋନାଲି ଗନ୍ତାୟତଙ୍କୁ ଦାୟିତ୍ବ ଦିଆଯାଇଛି। କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଶାନ୍ତି ଦାସଙ୍କ ନାମ ଚୟନ କରାଯାଇଛି। ଏଥି ସହିତ ଉପସଭାନେତ୍ରୀ ଭାବେ ୭ଜଣଙ୍କ ନାମ ଘୋଷଣା ହୋଇଥିବା ବେଳେ ସାଧାରଣ ସଂପାଦିକା ଭାବେ ୧୨ଜଣ, ସଂପାଦିକା ଭାବେ ୧୫ଜଣ, ଯୁଗ୍ମ ସଂପାଦିକା ଭାବେ ୧୦ଜଣ, କାର୍ଯ୍ୟାଳୟ ସଂପାଦିକା ଭାବେ ସାରାହ ଲରେନ ମିଶ୍ର, କୋଷାଧ୍ୟକ୍ଷ ଭାବେ ମନସ୍ବିନୀ ବିଷୋୟୀ ଏବଂ ସାମାଜିକ ଗଣମାଧ୍ୟମ ଦାୟିତ୍ବ ସ୍ବେତାରେଖା ତ୍ରିପାଠୀଙ୍କୁ ପ୍ରଦାନ କରାଯାଇଛି।
BREAKING NEWS
- କାହିଁକି ବୃଦ୍ଧି ପାଉଛି ରାଣୀ ମହୁମାଛି ଚୋରା ଚାଲାଣ? ଜାଣନ୍ତୁ କେତେ ରହିଛି ଏହାର ବଜାର ମୂଲ୍ୟ
- Isreal After Trump says leave War: ଯୁଦ୍ଧରେ ଆମେରିକାଠୁ ଅଲଗା ହେଲା କି ଇସ୍ରାଏଲ? ଟ୍ରମ୍ପଙ୍କ ବୟାନ ପରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା…
- PM Modi Assam Visits: ଚା ବଗିଚାରେ ହଠାତ୍ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ, ମହିଳାଙ୍କ ସହ ଛିଣ୍ଡାଇଲେ ଚା ପତ୍ର…
- ଭାରତରେ ପ୍ରଥମ ଥର ପାଇଁ କେବେ ଆସିଥିଲା ପେଟ୍ରୋଲ? ଜାଣନ୍ତୁ କେଉଁ ଦେଶରୁ ଆମଦାନି ହୋଇଥିଲା..
- Hydroponic Ganja: ହାଇଡ୍ରୋପୋନିକ୍ ଗଞ୍ଜେଇ କ’ଣ? କାହିଁକି ବୃଦ୍ଧି ପାଉଛି ଚୋରା ଚାଲାଣ?
- Iran War: ଶୀଘ୍ର ପଡ଼ିବ ଯୁଦ୍ଧରେ ଯବନିକା!, କହିଦେଲେ ଟ୍ରମ୍ପ…
- ରୁଷିଆରେ ସେନା ବିମାନ ଦୁର୍ଘଟଣା: ୨୯ ମୃତ
- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି
- ଆଜିଠୁ ATMରୁ ଟଙ୍କା ଉଠାଣ ସୀମା ବଦଳିଲା, ନୂଆ ଆୟକର ଆଇନ ଲାଗୁ
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
Comments are closed.