Latest Odisha News

BREAKING NEWS

ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ୟୁପିଏ ଅଧ୍ୟକ୍ଷା ସୋନିଆ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କୁ ଦିଲ୍ଲୀ ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରୁଟିନ୍ ଚେକ୍ ଅପ୍ ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।

BjdElectrycity

ହସ୍ପିଟାଲର ନିର୍ଦ୍ଦେଶକ ଡାକ୍ତର ଡିଏସ ରାନା ସୋନିଆଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ କହିଛନ୍ତି ଯେ, କଂଗ୍ରେସ ଅଧ୍ୟକ୍ଷାଙ୍କୁ ଗୁରୁବାର ସନ୍ଧ୍ୟା ୭ଟାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେ ଏଠାରେ ରୁଟିନ୍ ଚେକଅପ୍ ଓ ସ୍ୱାସ୍ଥ୍ୟ ସହ ଜଡିତ କିଛି ଟେଷ୍ଟ୍ କରିବେ । ତାଙ୍କ ଅବସ୍ଥା ସ୍ଥିର ରହିବ ।

ସୋନିଆଙ୍କୁ ହସ୍ପିଟାଲର ଡିପାର୍ଟମେଣ୍ଟ ଅଫ୍ ଚେଷ୍ଟ ଆଣ୍ଡ ରେସ୍ପିରୋଟୋରୀ ମେଡିସିନ୍ ବିଭାଗର ଅଧ୍ୟକ୍ଷ ଡାକ୍ତର ଅରୁପ କୁମାରଙ୍କ ତତ୍ୱାବଧାନରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.