ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ନାଗରିକତା ସଂଶୋଧନ ଆଇନ ନେଇ ବ୍ୟାପୁଥିବା ହିଂସା ଉଗ୍ର ରୂପ ନେଇଛି । ଏହାରି ଭିତରେ ଦିଲ୍ଲୀ ହିଂସାକୁ ନେଇ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି କଂଗ୍ରେସ ପ୍ରତିନିଧି ଦଳ । କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ମନମୋହନ ସିଂ, ଆନନ୍ଦ ଶର୍ମା, ରଣଦୀପ ସୁରଜେବାଲା ପ୍ରମୁଖ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ସ୍ମାରକ ପତ୍ର ପ୍ରଦାନ କରିଛନ୍ତି ।
ରାଷ୍ଟ୍ରପତିଙ୍କୁ ଭେଟିବା ପରେ ସୋନିଆ ଗାନ୍ଧୀ କହିଛନ୍ତି ଯେ, କେନ୍ଦ୍ର ଗୃହ ମନ୍ତ୍ରାଳୟ ଓ ଦିଲ୍ଲୀ ପୋଲିସ ହିଂସା ରୋକିବାରେ ବିଫଳ ହୋଇଛି । ହିଂସା ଯୋଗୁଁ ୩୫ ଜଣଙ୍କ ମୃତ୍ୟୁ ହୋଇଛି । ୨ଶହରୁ ଅଧିକ ଲୋକ ଆହତ ହୋଇଛନ୍ତି । କୋଟିଏ ଟଙ୍କାରୁ ଅଧିକ ସମ୍ପତି ନଷ୍ଟ ହୋଇଛି । ଏସବୁ ଦେଖି ମଧ୍ୟ ସରକାର ମୁକ ପାଲଟିଥିବା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅଭିଯୋଗ କରିଛନ୍ତି । ହିଂସା ଘଟାଇଥିବା ଲୋକଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ତ୍ତ୍ୱଓ କ୍ଷତିଗ୍ରସ୍ତଙ୍କୁ ସହାୟତା ସେ ଦାବି କରିଛନ୍ତି ।
BREAKING NEWS
- ଅଭ୍ୟାସ ଆରମ୍ଭ କଲେ ଶୁଭମନ ଗିଲ
- ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ହେବାକୁ ବଲିଉଡ ଅଭିନେତ୍ରୀ ମାଧୁରୀ ନେଇଛନ୍ତି କୋଟିଏ ୬୦ ଲକ୍ଷ..
- କୋହଲି ଖେଳିବେ ବିଜୟ ହଜାରେ ଟ୍ରଫି
- ‘ରାଜ୍ୟରେ ଘଞ୍ଚ ଜଙ୍ଗଲରେ ଲାଗିଥିବା ନିଆଁକୁ ରୋକୁଛି AI’
- ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ, ଧାନ ସଂଗ୍ରହ ପାଇଁ ୫ ଜିଲ୍ଲାକୁ ଦିଆଯାଇଛି ଏତିକି ଟୋକେନ..
- Stray dogs: ନବଜାତ ଶିଶୁକୁ ରାସ୍ତାକଡ଼ରେ ଛାଡ଼ିଗଲେ ବାପା-ମା, ବୁଲା କୁକୁର ଦେଲେ ସୁରକ୍ଷା
- ପ୍ରଥମ ଥର ପାଇଁ ଦ୍ରୁତ ଗତିରେ ହ୍ରାସ ପାଇଲା ଭାରତୀୟ ମୁଦ୍ରାର ମୂଲ୍ୟ, ଡଲାର ତୁଳନାରେ ୯୦କୁ ଖସିଲା ଟଙ୍କା
- ଭାରତର ସବୁଠୁ ମହଙ୍ଗା ହୋଟେଲରେ କେତେ ଆସିବ ବିବାହ ଖର୍ଚ୍ଚ ? ଜାଣନ୍ତୁ ଭୋଜିଠୁ ଡେକୋରେସନ ଯାଏ…
- ଫୋନ ହଜିଯାଇଥିଲେ ଗୋଟିଏ ସେକେଣ୍ଟରେ ହେବ ବ୍ଲକ୍ ! Sanchar Saathiର ଏହି ୫ ଫିଚର୍ସ ଚୋର ପାଇଁ ବିପଦ
- ନଦୀ ଜଳ ଦୂଷିତ ହେଲେ ଦାୟୀ ରହିବେ ଅଧିକାରୀ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ
Comments are closed.