ମୁମ୍ବାଇ: ରିଲିଜ ହୋଇଛି ଅପକମିଂ ଫିଲ୍ମ ‘ସୂର୍ଯ୍ୟବଂଶୀ’ର ଆଉ ଏକ ପୋଷ୍ଟର । ଏହାକୁ ଅଭିନେତ୍ରୀ କ୍ୟାଟ୍ରିନା କୈଫ ନିଜ ଇଂଷ୍ଟା ହ୍ୟାଣ୍ଡେଲରେ ସେୟାର କରିଛନ୍ତି । ଏହି ପୋଷ୍ଟରରେ ବଲିଉଡର ଖିଲାଡି ଷ୍ଟାର ଅକ୍ଷମ କୁମାର କ୍ୟାଟ୍ରିନାଙ୍କୁ ଆଲିଙ୍ଗନ କରି ଧରିଥିବା ଦେଖିବାକୁ ମିଳିଛି ।
ରୋହିତ ସେଟ୍ଟୀଙ୍କ ନିର୍ଦ୍ଦେଶନାରେ ତିଆରି ଏହି ଫିଲ୍ମର ଲିଡ୍ ରୋଲରେ ଅକ୍ଷୟ କୁମାର ଥିବାବେଳେ ତାଙ୍କ ଅପଜିଟରେ କ୍ୟାଟ୍ରିନା କୈଫ ଅଛନ୍ତି । ନିକଟରେ ଏହି ଫିଲ୍ମର ଟ୍ରେଲର ରିଲିଜ ହୋଇଛି, ଯାହାକୁ ଦର୍ଶକେ ବେସ୍ ପସନ୍ଦ ମଧ୍ୟ କରିଛନ୍ତି । ଏହି ହାଇବଜେଟ ଫଲ୍ମଟି ଆସନ୍ତା ୨୪ ତାରିଖରେ ପରଦାକୁ ଆସିବ ।
BREAKING NEWS
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ
- ଖସିଲା ସେନସେକ୍ସ, ନିବେଶକ ହରାଇଲେ ୪.୩ ଲକ୍ଷ କୋଟି…
- ବାଲିଯାତ୍ରା ପଡିଆରେ ନାବାଳକ ହତ୍ୟା ପଛରେ ତ୍ରିକୋଣୀୟ ପ୍ରେମ!
- ବିସିସିଆଇର ବଡ଼ ଘୋଷଣା; ପ୍ରଜ୍ଞାନ ଓଝା ଚୟନ କମିଟିର ଅଧ୍ୟକ୍ଷ…
- ରଣଜୀ ଟ୍ରଫି: ୭୮ ବର୍ଷ ପରେ ମିଜୋରମର ଚିନ୍ମୟଙ୍କ ୪୦୦ ରନର ଐତିହାସିକ ଇନିଂସ
- କକ୍ରୋଚକୁ ଟକ୍କର ଦେବ ଲାଲ୍ ହିଟ୍ ଜନତା ପାର୍ଟି…
- ଆସନ୍ତା ୨ ଦିନ ଯାଏଁ ଝଡ଼ବର୍ଷା ସମ୍ଭାବନା
- Maa Manikeswari’s Chhatar Yatra:ସଂପନ୍ନ ହେଲା ମା’ ମାଣିକେଶ୍ୱରୀଙ୍କ ଛତରଯାତ୍ରା; ବିଶ୍ୱାସ ନାଁରେ ପଡ଼ିଲା ହଜାର ହଜାର ବଳି
- ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ ପରେ ବଢ଼ିଲା ସଲମାନଙ୍କ ସୁରକ୍ଷା
- ଇକ୍ୱାଡର ଚର୍ଚ୍ଚରେ ଲାଇଭ୍-ଷ୍ଟ୍ରିମ୍ ପ୍ରାର୍ଥନା ସମୟରେ ବଡ଼ ଦୁର୍ଘଟଣା: କାନ୍ଥରୁ ଖ୍ରୀଷ୍ଟଙ୍କ ପ୍ରତିମା ଖସିପଡ଼ିବାରୁ ପାଦ୍ରୀଙ୍କ ମୃତ୍ୟୁ

Comments are closed.