Latest Odisha News

BREAKING NEWS

Kanya Sumangala Yojana:‘ଝିଅ ଜନ୍ମ ହେବାର ବର୍ଷକ ଭିତରେ ସରକାର ଟଙ୍କା ପଠାଇବେ’

ଭୁବନେଶ୍ୱର: ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନାନୁସାରେ, ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ଝିଅ ଜନ୍ମ ହେବାର ବର୍ଷକ ଭିତରେ ତାର ଖାତାକୁ ସରକାର ଟଙ୍କା ପଠାଇବେ ସେ କହିଛନ୍ତି ।

୨୧ ବର୍ଷ ବେଳକୁ ଆକାଉଣ୍ଟକୁ ସରକାର ଲକ୍ଷାଧିକ ଟଙ୍କା ଦେଇ ସାରିଥିବେ । ଏସ୍‌ଓପି ଚୂଡାନ୍ତ ହେବା ପରେ ରୂପରେଖ ସାମ୍ନାକୁ ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

କନ୍ୟା ସୁମଙ୍ଗଳ ଯୋଜନା ଏଜୁକେସନ ବେସଡ଼ ହେବ । ଆର୍ଥିକ ଦୁର୍ବଳ ଝିଅଙ୍କୁ ସ୍ନାତକ ପାଇଁ ଯୋଜନା କାର୍ଯ୍ୟ କରିବ।

Leave A Reply

Your email address will not be published.