ଭୁବନେଶ୍ବର : ମହାମାରୀ କରୋନାକୁ ନେଇ ବଢୁଛି ଚିନ୍ତା । ଆକ୍ରାନ୍ତ ସଂଖ୍ୟା ଯେତିକି ବଢୁଛି ଅକ୍ସିଜେନର ଅଭାବ ମୁଣ୍ଡବିନ୍ଧାର କାରଣ ସାଜିଛି । ଏଭଳି ସ୍ଥିତିରେ ରାଜ୍ୟରେ ଅକ୍ସିଜେନ୍ ବ୍ୟବହାର ନେଇ ଏସଓପି ଜାରି କରିଛନ୍ତି ରାଜ୍ୟ ସରକାର । ଅକ୍ସିଜେନର ସୁପରିଚାଳନା ପାଇଁ ରାଜ୍ୟ ସରକାର ଏସଓପି ଜାରି କରିଛନ୍ତି । କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି । ସମସ୍ତ ଜିଲ୍ଲାପାଳ, ପୌରାଞ୍ଚଳ କମିଶନର ଓ ସିଡିଏମଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ହସପିଟାଲରେ ଚିକିତ୍ସାଧୀନ ଆକ୍ରାନ୍ତଙ୍କ ପାଇଁ ବ୍ୟବହାର ହେବ ଅକ୍ସିଜେନ୍ । ଅକ୍ସିଜେନସ୍ତର ୯୨ରୁ ୯୪% ଥିଲେ ଆକ୍ରାନ୍ତଙ୍କୁ ଅକ୍ସିଜେନ୍ ଲାଗୁ ହେବ । ଏହାସହ ଆକ୍ସିଜେନ୍ ବ୍ୟବହାରର ଅଡିଟ୍ ପ୍ରତିଦିନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।
BREAKING NEWS
- ସାହରପଡ଼ା ଫାଣ୍ଡି ଅଧିକାରୀ ସସ୍ପେଣ୍ଡ
- ଟିମ ଇଣ୍ଡିଆର କ୍ଲିନ ସୁଇପ ଆଶା ଧୂଳିସାତ କଲେ ହୋପ
- ୧,୦୦୦ ମେଟ୍ରିକ୍ ଟନ୍ ସ୍ୱାସ୍ଥ୍ୟକର ଚାଉଳ ପାଇଁ ୪ ଏମଓୟୁ ସ୍ୱାକ୍ଷରିତ
- Former CBI Director M. Nageshwar Rao:ରାଜନୀତିରେ ଏଣ୍ଟ୍ରି ମାରିଲେ ଓଡ଼ିଶା କ୍ୟାଡରର ଏହି ଆଇପିଏସ୍ ଅଧିକାରୀ;ସନାତନ ସମ୍ପର୍କରେ ଦେଲେ ବଡ ବୟାନ
- ଐତିହାସିକ ଫୁଟବଲ୍ ମ୍ୟାଚ୍ରେ ଭାରତକୁ ୪-୦ରେ ହରାଇଲା ବ୍ରାଜିଲ; ଏଷ୍ଟେଭାଓ, ପେଡ୍ରୋ ଓ ସାମୁଏଲ୍ ଲିନୋଙ୍କ ଗୋଲ୍
- Krushi Unnata Sahayogi: ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ:୩୧୪ ବ୍ଲକରେ ନିୟୋଜିତ ହେବେ ୯୬୪ ଜଣ କୃଷି ଛାତ୍ର ସହଯୋଗୀ
- ଭାରତୀୟ ଦଳର ଏକଦିବସୀୟରେ ନୂଆ ଛକା ରେକର୍ଡ
- CJP protest at Shivaji Park:ମୁମ୍ବାଇ ପୋଲିସର କାର୍ଯ୍ୟାନୁଷ୍ଠାନ;ଦିପକେଙ୍କ ସମେତ ୫୦୦ଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ
- ଶାରଦୀୟ ଦୁର୍ଗାପୂଜା; ଆଜିଠୁ ଶ୍ରୀକ୍ଷେତ୍ରରେ ଷୋଳପୂଜା ବିଧି ଆରମ୍ଭ
- Strait of Hormuz:ହର୍ମୁଜରେ ଅଶୋଧିତ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ଉଦ୍ଧାର

Comments are closed.