ମୁମ୍ବାଇ: ହଲିଉଡ ଫିଲ୍ମରେ ନଜର ଆସିବେ ବିଗ୍ବସ ସିଜନ ୧୬ରେ ପ୍ରତିଯୋଗୀ ସାଜିଥିବା ସୌନ୍ଦର୍ଯ୍ୟା ଶର୍ମା । ଏହାକୁ ନେଇ ସେ ବହୁତ ଉତ୍ସାହିତ ଅଛନ୍ତି । ବିଗ୍ବସ ଘରୁ ବାହାରିବା ପରେ ସୌନ୍ଦର୍ଯ୍ୟାଙ୍କ ଲୋକପ୍ରିୟତା ବଢିବାରେ ଲାଗିଛି । ବଲିଉଡରେ ଅନେକ ଅଫର ମିଳିବା ପରେ ଏବେ ତାଙ୍କୁ ହଲିଉଡ ଫିଲ୍ମରେ କାମ କରିବାକୁ ଅଫର ମିଳିଛି । ସେ କିଛି ଦିନ ତଳେ ଲସ ଆଞ୍ଜେଲସ ଯାଇ ତାଙ୍କର ଆଗାମୀ ପ୍ରୋଜେକ୍ଟ ପାଇଁ ପ୍ରସ୍ତୁତ ଚଳାଇଥଲେ । ସେଠାରେ ସେ ନ୍ୟୁୟର୍କ ଚଳଚ୍ଚିତ୍ର ଏକାଡେମୀ ଏବଂ ଲି ଷ୍ଟ୍ରାସବର୍ଗ ଥିଏଟର୍ସ ଏବଂ ଫିଲ୍ମ ଇନଷ୍ଟିଚ୍ୟୁଟରେ ତାଲିମ ନେଉଥିଲେ । ଏଥି ସହିତ ସେ ଏମ୍ଏଏରେ ମଧ୍ୟ ତାଲିମ ନେଉଛନ୍ତି ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.