ଲାହୋର: ୧୪ ବର୍ଷ ପରେ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ଟେଷ୍ଟ ସିରିଜ ଖେଳିବା ପାଇଁ ପାକିସ୍ତାନରେ ଶନିବାର ପଂହଚିଛି । ୨୦୦୭ରେ ଦଳ ଶେଷ ଥର ପାକିସ୍ତାନ ଗସ୍ତରେ ଯାଇଥିଲା । ସେ ସମୟରେ ଭ୍ରମଣକାରୀ ଦଳ ୧-୦ରେ ସିରିଜ ଜିତିଥିଲା । ଶ୍ରୀଲଙ୍କା ଖେଳାଳିଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ୨୦୦୯ରେ ହୋଇଥିଲା । ଏହା ପରେ କୌଣସି ଟିମ୍ ପାକିସ୍ତାନ ଗସ୍ତରେ ଯିବାକୁ ରାଜି ହୋଇ ନ ଥିଲେ । ୨୦୧୦ ଓ ୨୦୧୩ରେ ଦକ୍ଷିଣ ଆଫ୍ରିକା ଓ ପାକିସ୍ତାନ ମଧ୍ୟରେ ସିରିଜ ୟୁଏଇରେ ଖେଳାଯାଇଥିଲା । ଦକ୍ଷିଣ ଆଫ୍ରିକା ଟିମ୍ ଏହି ଗସ୍ତରେ ୨ଟି ଟେଷ୍ଟ ୩ଟି ଟି୨୦ ମ୍ୟାଚ ଖେଳିବ ।
ଦକ୍ଷିଣ ଆଫ୍ରିକ ଟିମ୍: କ୍ୱିଂଟନ ଡିକକ୍ (ଅଧିନାୟକ), ଏଡେନ ମାର୍କରମ, ଡିନ ଏଲଗାର, ଫାପ ଡୁ ପ୍ଲେସି, ତେମ୍ବା ବାବୁମା, କାଗିସ ରାବାଡା, ଡ୍ୱେନ ପ୍ରାଟୋରିୟସ, କେଶବ ମହାରାଜ, ଲୁଂଗି ଏନଗିଡି, ରାସି ୱାନଡର ହୁସେନ, ଏନରିକ ନାର୍ଜ, ୱାୟନ ମୁଲ୍ଡର, ଲୁଥୋ ସିପ୍ଲମାଲା, ବେଉରାନ ହେଣ୍ଡିକ୍ସ, କାଇନ ୱେରିୟନ୍ସ, ସେରେଲ ଇରବେ, କିଗନ ପିଟରସନ, ତବରେଜ ଶମ୍ସି, ଜର୍ଜ ଲିଣ୍ଡେ, ଡେରେନ ଡୁପାୱାଲିନ, ମାର୍କୋ ଜନଶନ ।
BREAKING NEWS
- ଭାଲୁକୁଣି ବିସର୍ଜନ ବେଳେ ଅଘଟଣ; DJ ସାଉଣ୍ଡ ବକ୍ସ ପଡ଼ି ୭ ଆହତ
- ଭୂକମ୍ପରେ ଥରିଲା ଓଡ଼ିଶା; ଏହି ସ୍ଥାନରେ ୩.୯ ତୀବ୍ରତାର ଝଟକା…
- ସର୍ଭେ ରିପୋର୍ଟ : ୭୦% ରୁ ଅଧିକ ୟୁକ୍ରେନବାସୀ ଦୁର୍ନୀତି ପାଇଁ ଜେଲେନସ୍କିଙ୍କୁ ଦାୟୀ ମନେକରୁଛନ୍ତି
- ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍
- ବସରୁ ଖସି ପଡ଼ିଲେ ରୋହିତ ଶର୍ମା; ଚିନ୍ତାରେ ଫ୍ୟାନ୍ସ
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା

Comments are closed.