ଭୁବନେଶ୍ୱର: ଗୁରୁବାର ଦିନ ଓଡିଶାରେ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ । ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ବୁଧବାର ଦିନ ଆଇଏମଡି ପକ୍ଷରୁ କୁହାଯାଇଥିଲା ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶା ଉପକୂଳରେ ପହଞ୍ଚି ପାରେ। ଏହି ସମୟରେ, ପୂର୍ବ-କେନ୍ଦ୍ରୀୟ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବୁଧବାର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଯାଇ ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିଛି| ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଯିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।
BREAKING NEWS
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି

Comments are closed.