ପୁରୀ: ୨୦୨୩ ବର୍ଷ ପାଇଁ ନୂତନ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ବୋର୍ଡ ଅଫ ରେଭିନ୍ୟୁର ସଚିବ ତଥା ପୁରୀ ଜିଲ୍ଲା ପାଇଁ ନିଯୁକ୍ତ ରୋଲ ଅବଜର୍ଭର ବିଜୟ କେତନ ଉପାଧ୍ୟାୟ, ପୁରୀ ପୌରପାଳିକା ତଥା ସଦରର ବିଭିନ୍ନ ବ୍ଲକ ପରିଦର୍ଶନ କରିଥିଲେ । ଏ ନେଇ ଉପାଧ୍ୟୟ ବୁଥମାନଙ୍କର ବିଏଲଓ, ସୁପରଭାଇଜର ଓ ଅନ୍ୟାନ୍ୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଉପଜିଲ୍ଲାପାଳ ଭବତାରଣ ସାହୁ, ଡେପୁଟି କଲେକ୍ଟର ନିର୍ବାଚନ ଜିତେନ୍ଦ୍ର ପାତ୍ର, ବିଡିଓ ସମ୍ବିତ କୁମାର ଶତପଥୀ, ତହସିଲଦାର କ୍ଷୀରୋଦ କୁମାର ବେହେରା ଓ ସହକାରୀ ଜିଲ୍ଲାପାଳ ରାଜବଲ୍ଲଭ ନାୟକ ଏବଂ ଅଧିକାରୀମାନେ ସେମାନଙ୍କୁ ଏହି ସଂଶୋଧନ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଜିଲ୍ଲାର ୧୫୯୩ ବୁଥରେ ଏହି ଅଭିଯାନ ଦିବସ ପାଳିତ ହୋଇଥିଲା ।
BREAKING NEWS
- ଡିଜେଲର ମୂଲ୍ୟ ଲିଟର ପିଛା ୫୨୦.୩୫ ଟଙ୍କା ବୃଦ୍ଧି
- Russia Offers To India: ପ୍ରକୃତ ବନ୍ଧୁ କ’ଣ…ପୁଣି ପ୍ରମାଣ କଲେ ପୁଟିନ…
- Raghav Chadha’s Reaction: ଚର୍ଚ୍ଚା ବଢ଼ାଇଲା ରାଘବ ଚଡ୍ଡାଙ୍କ ନୂଆ ପୋଷ୍ଟ, କହିଲେ ଚାଞ୍ଚ୍ଚଲ୍ୟକର କଥା…
- ସୁରକ୍ଷା ବାହିନୀକୁ ପୁଣି ବଡ ସଫଳତା: JJMP ମାଓ ସଙ୍ଗଠନର ଜୋନାଲ କମାଣ୍ଡର କଲା ଆତ୍ମସମପର୍ଣ
- ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ
- ୧୬ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୩ ନିଶା ମାଫିଆ ଗିରଫ
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
Comments are closed.