ଭୁବନେଶ୍ବର : ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଲାଗି କାର୍ଯ୍ୟକାରୀ ହେବ ସ୍ବତନ୍ତ୍ର ପୋର୍ଟାଲ । ତୁରନ୍ତ ଏହାକୁ କାର୍ଯ୍ୟକାରୀ କରିବାକୁ ସମସ୍ତ ବ୍ୟାଙ୍କକୁ ନିର୍ଦ୍ଦେଶ ଦେଇଛି ଅର୍ଥ ବିଭାଗ । ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଗୁଡ଼ିକ ବ୍ୟାଙ୍କରେ ହଜାର ହଜାର କୋଟି ଟଙ୍କାର ନେଣଦେଣ କରୁଛନ୍ତି । ତେଣୁ ସେମାନଙ୍କ ଲାଗି ସ୍ବତନ୍ତ୍ର ଏମଆଇଏସ ପୋର୍ଟାଲ ସୃଷ୍ଟି କରିବାକୁ ସବୁ ବ୍ୟାଙ୍କକୁ ଅର୍ଥ ବିଭାଗ ପକ୍ଷରୁ ନର୍ଦ୍ଦେଶ ଦିଆଯାଇଛି । ରାଜ୍ୟରେ ପ୍ରାୟ ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ସଦସ୍ୟଙ୍କୁ କର୍ମ ସଂସ୍ଥାନ ଯୋଗାଇ ଦେବା ପାଇଁ ବିଭିନ୍ନ ବିଭାଗକୁ ଦାୟିତ୍ବ ଦିଆଯାଇଥିଲା । ଓଡ଼ିଶା ସମବାୟ ବ୍ୟାଙ୍କକୁ ଛାଡ଼ି ଅନ୍ୟ ସବୁ ବ୍ୟାଙ୍କ ସ୍ବତନ୍ତ୍ର ଏମଆଇଏସ ପୋର୍ଟାଲ କାର୍ଯ୍ୟକ୍ରମ କରିବା ଲାଗି ସରକାରଙ୍କ ସହ ସହବନ୍ଧିତା ହୋଇଛି ।
BREAKING NEWS
- ଘରେ ଅଗ୍ନିକାଣ୍ଡ ଘଟି ତିନି ଜଣ ଶିଶୁଙ୍କ ସମେତ ୬ଜଣ ଜୀବନ୍ତ ଦଗ୍ଧ
- ୧୯ ବର୍ଷରୁ କମ ବିଶ୍ୱକପ କ୍ରିକେଟ: ଆମେରିକାକୁ ହରାଇ ବିଜୟ ଅଭିଯାନ ଆରମ୍ଭ କଲା ଭାରତ
- ସାଉଦି ଆରବର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ପରଲୋକ, ୧୧୦ ବର୍ଷରେ ହୋଇଥିଲେ ବାପା
- ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର ବିଜେଡିରୁ ନିଲମ୍ବିତ
- ନୂତନ ବିଧାନସଭା ଏବଂ ଲୋକସେବା ଭବନ ନିର୍ମାଣର ଆବଶ୍ୟକତା ଉପରେ ପ୍ରଶ୍ନ ଉଠାଇଲା ବିଜେଡି
- Nipah Virus: ଓଡ଼ିଶାକୁ ନାହିଁ ନିପା ଭୟ, ରୋଗୀ ଚିହ୍ନଟ ହୋଇନାହାନ୍ତି: ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
- ଜାନୁଆରୀ ୧୭ ଯାଏଁ ଥରିବ ଓଡ଼ିଶା…
- ଖେଳାଳିଙ୍କ ଚାପରେ ନରମିଲା ବିସିବି, ପଦରୁ ହଟିଲେ ନଜମୁଲ ଇସଲାମ
- Community Clash: ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ; ୧୪୪ ଧାରା ଜାରି, ଶାନ୍ତି ବଜାୟ ରଖିବାକୁ ଅପିଲ କଲେ…
- ୧୯୦ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନରେ ନିଆଁ…
Comments are closed.