ଲକ୍ଷ୍ନୌ: ମୈନପୁରୀ ଉପନିର୍ବାଚନରେ ସମାଜବାଦୀ ପାର୍ଟିର ବିଜୟ । ମୈନପୁରୀ ଆସନରୁ ସମାଜବାଦୀ ପାର୍ଟି ପ୍ରାର୍ଥୀ ଡିମ୍ପଲ ଯାଦବ ବିଜୟୀ ହୋଇଛନ୍ତି । କଡ଼ାସୁରକ୍ଷା ମଧ୍ୟରେ ଶେଷ ହୋଇଛି ମତଗଣନା । ବିଜେପି ପ୍ରାର୍ଥୀ ରଘୁରାଜ ସିଂ ସାକ୍ୟଙ୍କୁ ପରାସ୍ତ କରିଛନ୍ତି ଡିମ୍ପଲ । ଡିମ୍ପଲଙ୍କୁ ୬,୧୭,୬୨୫ ଭୋଟ୍ ମିଳିଛି । ରଘୁରାଜ ସିଂ ସାକ୍ୟଙ୍କୁ ମିଳିଛି ୩,୨୯,୪୮୯ ଭୋଟ୍ । ୨,୮୮,୧୩୬ ଭୋଟରେ ବିଜେପି ପ୍ରାର୍ଥୀଙ୍କୁ ହରାଇଛନ୍ତି ଡିମ୍ପଲ । ୧୯୯୬ ପରେ ମୁଲାୟମ ସିଂ ଯାଦବ ମୈନପୁରୀ ଲୋକସଭା ଆସନରୁ ନିର୍ବାଚନ ଲଢିଥିଲେ । ସେବେଠାରୁ ସମାଜବାଦୀ ପାର୍ଟି ଏଠାରେ ହାରିନାହିଁ ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.