Latest Odisha News

BREAKING NEWS

ଭୁବନେଶ୍ୱରର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭୁବନେଶ୍ୱର: ଭୁବନେଶ୍ୱର ସବ କଲେକ୍ଟର ଅଫିସର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ କିରାଣୀ ଉଦୟନାଥ ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ସୁନ୍ଦରପଦାର ଘର, ଭୁବନେଶ୍ୱର ଅଫିସ ଏବଂ କେନ୍ଦ୍ରାପଡା ରାଜନଗର ପୈତୃକ ଘରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ । ଏକକାଳୀନ ତିନୋଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି ଯାଂଚ ଚଳାଇଛି ।

Leave A Reply

Your email address will not be published.