ଭୁବନେଶ୍ୱର: ରାଜ୍ୟରେ ସଙ୍ଗରୋଧ ସାରିଥିବା ଲୋକଙ୍କ ପାଇଁ ୬୨ କୋଟି ଟଙ୍କାର କ୍ୱାରେଣ୍ଟାଇନ ଫଣ୍ଡ ପ୍ରଦାନ ନେଇ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ୬୦ କୋଟି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପାଇଁ ମଗାଯାଇଥିବା ଚିଠିରେ ଉଲ୍ଲେଖ ରହିଛି । ଆଉ ୨ କୋଟି ଗୃହ ଏବଂ ନଗର ଉନ୍ନୟନ ବିଭାଗକୁ ଦେବାକୁ ଚିଠି ଲେଖିଛନ୍ତି ଏସଆରସି ପ୍ରଦୀପ ଜେନା । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ୬୨ କୋଟି ଦେବାକୁ ନିବେଦନ କରିଛନ୍ତି ଏସଆରସି । ଏନେଇ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବଙ୍କୁ ଚିଠି ଲେଖିଛନ୍ତି । ସଙ୍ଗରୋଧ କେନ୍ଦ୍ରରେ କ୍ୱାରେଣ୍ଟାଇନ ଅବଧି ସରିଲେ ପ୍ରତ୍ୟେକ ବ୍ୟକ୍ତିଙ୍କୁ ୨ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ବୋଲି ପୂର୍ବରୁ ରାଜ୍ୟ ସରକାର ଘୋଷଣା କରିଥିଲେ । ଏଥିଲାଗି ୬୨ କୋଟିର କ୍ୱାରେଣ୍ଟାଇନ ଫଣ୍ଡ ପ୍ରଦାନ ନେଇ ସାଧାରଣ ପ୍ରଶାସନ ବିଭାଗକୁ ଚିଠି ଲେଖାଯାଇଛି ।
BREAKING NEWS
- ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ
- ୧୬ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୩ ନିଶା ମାଫିଆ ଗିରଫ
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
Comments are closed.