ପୁରୀ: ୟେସ ବ୍ୟାଙ୍କରୁ ଫେରିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବକେୟା ଜମା ଟଙ୍କା । ଦ୍ୱିତୀୟ ପର୍ଯ୍ୟାୟରେ ୧୫୬ କୋଟି ଟଙ୍କା ଶ୍ରୀମନ୍ଦିର ଏସବିଆଇ ଆକାଉଣ୍ଟରେ ଜମା ହୋଇଛି । ସୁଧ ମୂଳ ସହ ମାଚ୍ୟୁରିଟି ପରେ ଫେରିଛି ଟଙ୍କା । ସେହି ଟଙ୍କାକୁ ୬.୦୫ ପ୍ରତିଶତ ସୁଧହାରରେ ବ୍ୟାଙ୍କ ଅଫ୍ ବରୋଦାରେ ରଖାଯିବ ।
ପୂର୍ବରୁ ୟେସ୍ ବ୍ୟାଙ୍କରୁ ମହାପ୍ରଭୁଙ୍କର ୩୯୭ କୋଟି ୨୩ ଲକ୍ଷ ଟଙ୍କା ଶ୍ରୀମନ୍ଦିର ଏସବିଆଇ ଜମା ଖାତାକୁ ଇ-ଟ୍ରାନ୍ସଫର ହୋଇଥିଲା । ୟେସ ବ୍ୟାଙ୍କ ଉପରେ ଆରବିଆଇ କଟକଣା ଜାରି କରିବା ପରେ ଶ୍ରୀଜଗନ୍ନାଥଙ୍କ ଟଙ୍କା ଫେରିବା ନେଇ ଦେଖାଦେଇଥିଲା ଅନିଶ୍ଚିତତା । ୟେସ ବ୍ୟାଙ୍କରେ ଶ୍ରୀମନ୍ଦିରର ୫୯୨ କୋଟି ଟଙ୍କା ଡିପୋଜିଟ ହୋଇଥିଲା ।
BREAKING NEWS
- ମିଛ କହିବା ଦ୍ୱାରା ଗରମ ହୁଏ ଶରୀରର ଏହି ଅଂଶ, ଜାଣନ୍ତୁ ଏହା ପଛର ରହସ୍ୟ..
- CM Completed His self-enumeration: ସ୍ୱ-ଜନଗଣନାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ନିଜ ବାସଭବନରେ କଲେ ନିଜର ସେଲ୍ଫ ଏନୁମରେସନ୍
- ଭୂତଳର କେଉଁ ସ୍ଥାନରୁ ଆସିଥାଏ ତେଲ? ଜାଣନ୍ତୁ ଏହା କାହିଁକି କିଛି ସୀମିତ ସ୍ଥାନରୁ ମିଳେ
- ଆଳୁ ଦର ୧୨ ଟଙ୍କାରୁ ଅଧିକ ବିକ୍ରି କଲେ ହେବ କାର୍ଯ୍ୟାନୁଷ୍ଠାନ: ଯୋଗାଣ ବିଭାଗ
- Explosion: ବାଣ ଭିଡ଼ିବା ବେଳେ ଭୟଙ୍କର ବିସ୍ଫୋରଣ; ନାବାଳକ ସମେତ ୬ ଜଣ ଗୁରୁତର
- No Transit Fee On India In Hormuz Strait: ହରମୁଜ୍ ପ୍ରଣାଳୀରେ ନାହିଁ ଭାରତୀୟ ଜାହାଜ ଉପରେ କୌଣସି ଅତିରିକ୍ତ ଟିକସ…
- Fire Safety Mandatory for All Government Building: ଏଣିକି ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ରହିବା ବାଧ୍ୟତାମୂଳକ
- ଲଞ୍ଚ ହେଲା INS ଅରିଧମନ, ସମୁଦ୍ରରେ ଶତ୍ରୁଙ୍କୁ କରିବ ଧ୍ୱଂସ
- New Horror Thriller Film: ୧୨୦ ମିନିଟର ଏକ ହରର-ଥ୍ରୀଲର ଏହି ଫିଲ୍ମ, ଥରି ଉଠିବ ଛାତି…
- ଅବକାରୀ ବିଭାଗର ନୂଆ ଗାଇଡଲାଇନ; ବେଳାଭୂମିରେ ମଦ ବିକିପାରିବ ଓଟିଡିସି..
Comments are closed.