ପୁରୀ: ଶ୍ରୀମନ୍ଦିରରେ ଲାଗିଲା କରୋନା କଟକଣା । କାଲିଠୁ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ହେଲେ ପୂର୍ବ ଭଳି ଶ୍ରୀଜିଉଙ୍କ ନୀତିକାନ୍ତି ଜାରି ରହିବ । ସେବାୟତମାନେ ବଡ ଦେଉଳରେ ତିନି ଠାକୁରଙ୍କ ସେବା କରିବେ ।
କରୋନା ଭୂତାଣୁ ଠାରୁ ଦୂରେଇ ରହିବା ଉଦ୍ଦେଶ୍ୟରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ କରିବା ପାଇଁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂହଙ୍କ ନିର୍ଦ୍ଦେଶ ଅନୁସାରେ ଆସନ୍ତାକାଲି ଠାରୁ ବଡଠାକୁରଙ୍କ ଦର୍ଶନ ବନ୍ଦ ରହିବ । ସେପଟେ ଏନେଇ ସେବାୟତଙ୍କ ସହ ଜିଲ୍ଲାପାଳ ଆଲୋଚନା କରିଛନ୍ତି । ସେବାୟତମାନେ ମଧ୍ୟ ଏହି ନିଷ୍ପତ୍ତିରେ ସହମତି ଜଣାଇଥିବା ଜଣାପଡିଛି ।
BREAKING NEWS
- ଟାଇମ୍ସ ହାୟର ଏଜୁକେସନ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୭; ଭାରତର ୪ର୍ଥ ସ୍ଥାନରେ କିଟ୍
- ପାର୍ବଣ ପୂର୍ବରୁ ମହଙ୍ଗା ମାଡ; କମର୍ସିଆଲ ସିଲିଣ୍ଡର ଦାମ୍ ୬୨ ଟଙ୍କା ବୃଦ୍ଧି
- ଗୁଆହାଟୀ ପିଚ୍ ଉପରେ ବର୍ଷିଲେ ଗୌତମ ଗମ୍ଭୀର: “ଏହା କ୍ରିକେଟ ନୁହେଁ, କେବଳ ବ୍ୟାଟିଂ”
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ
- Odisha CEO:ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ

Comments are closed.