Latest Odisha News

BREAKING NEWS

ଶ୍ରୀମନ୍ଦିରରେ ଯାତ୍ରୀ ସହାୟକଙ୍କ ମୁଣ୍ଡକୁ କୁଡୁଆରେ ଛେଚି ଦେଲେ ସୁଆର ସେବାୟତ

ପୁରୀ: ଶ୍ରୀମନ୍ଦିରରେ ଯାତ୍ରୀ ସହାୟକ ଓ ସୁଆର ସେବାୟତ ମୁହାଁମୁହିଁ । ସୁଆର ସେବାୟତ କୁଡୁଆ ନେଇ ମନ୍ଦିରକୁ ଯାଉଥିବା ବେଳେ ଇଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତ୍ତ୍ୟକ୍ତ ହୋଇ ମୁଣ୍ଡକୁ କୁଡୁଆରେ ଛେଚି ଦେଲେ ସୁଆର ସେବାୟତ । ଆହତ ଯାତ୍ରୀ ସହାୟକ ଦାମୋଦର ଗୋଚ୍ଛିକାର ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏହି ଘଟଣାରେ ସୁଆର ସେବାୟତ ରାମକୃଷ୍ଣ ଖୁଣ୍ଟିଆଙ୍କୁ ଥାନାରେ ଅଟକ ରଖିଛି ପୋଲିସ ।

Leave A Reply

Your email address will not be published.