ପୁରୀ:ଜାତୀୟକରଣ ବ୍ୟାଙ୍କରେ ରହିବ ଶ୍ରୀମନ୍ଦିର ପାଣ୍ଠି । ଟଙ୍କା ରଖିବା ପାଇଁ ବ୍ୟାଙ୍କମାନଙ୍କ ଠାରୁ ଆବେଦନ ଆହ୍ୱାନ କରାଯିବ । ଯେଉଁ ବ୍ୟାଙ୍କ ସର୍ବାଧିକ ସୁଧ ଦେବେ ସେଠି ଟଙ୍କା ଜମା କରାଯିବ । ଏନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତି ହୋଇଥିବା ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ।
ଯେଉଁ ବ୍ୟାଙ୍କ ସର୍ବାଧବକ ସୁଧ ଦେବ ତା ପାଖରେ ୫୦% ଅର୍ଥ ଜମା ରହିବ । ଏହାପରେ ତା ତଳକୁ ସୁଧ ପ୍ରସ୍ତାବ ଦେଇଥିବା ଅନ୍ୟ ୨ଟି ବ୍ୟାଙ୍କକୁ ଟଙ୍କା ଜମା ପାଇଁ ପ୍ରସ୍ତାବ ଦିଆଯିବ । ଉକ୍ତ ୨ ବ୍ୟାଙ୍କ ପ୍ରଥମ ବ୍ୟାଙ୍କ ଭଳି ସୁଧ ଦେଲେ ସେଠି ମଧ୍ୟ ଟଙ୍କା ରଖାଯିବ । ଗୋଟିଏ ବ୍ୟାଙ୍କରେ ନରଖି ୨ରୁ ୩ଟି ଜାତୀୟକରଣ ବ୍ୟଙ୍କରେ ଟଙ୍କା ରଖାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର କହିଛନ୍ତି ।
ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପରିଚାଳନା କମିଟି ବୈଠକ ବସିଥିଲା । ବୈଠକରେ ଅତିରିକ୍ତ ଜିଲ୍ଲାପାଳ ବିନୟ କୁମାର ଦାସ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଏଏସ୍ଆଇ ଅଧିକାରୀ ଏବଂ ବିିଭିନ୍ନ ନିଯୋଗର ପରିଚାଳନା କମିଟି ସଦସ୍ୟ ମଧ୍ୟ ଉପସ୍ଥିତ ଥିଲେ ।
BREAKING NEWS
- ବକ୍ସ ଅଫିସରେ ଧମାଲ କରୁଛି ଦୃଶ୍ୟମ୍ 3, ୪୦୦ କୋଟି ପାର୍
- ରିୟାଦରେ ଭୟଙ୍କର ଆକ୍ରମଣ:ସାଉଦି ଆରବ ବିମାନବନ୍ଦରରେ ହୁତି ବିଦ୍ରୋହୀଙ୍କ ମିସାଇଲ୍ ମାଡ଼ରେ ୧୨ ମୃତ, ୩୦୦ରୁ ଅଧିକ ଆହତ
- ଜେଲେନସ୍କିଙ୍କୁ ସମାଲୋଚନା କଲେ ଟ୍ରମ୍ପ: ନୂତନ ରାଷ୍ଟ୍ରପତି ଆସିବାର ସମୟ ଆସିଯାଇଛି
- ୪ବର୍ଷରେ ପାଣିରେ ବୁଡି ଗଲାଣି ୩୬୮୪ ଜୀବନ;୨୭୨୯ଜଣଙ୍କୁ ଅଗ୍ନିଶମ ବିଭାଗ ଉଦ୍ଧାର…
- ମହାବିଦ୍ୟାଳୟ ପରିସରରେ ଵୋମା ମାଡ;କଲେଜ ପରିସରରେ ଭୟର ବାତାବରଣ
- ଭୋଟର ତାଲିକାରେ ନାମ ସାମିଲ ପାଇଁ ସ୍ୱତନ୍ତ୍ର ଅଭିଯାନ;ଯୁବ ଭୋଟରମାନଙ୍କଠାରୁ ୩୨,୦୬୭ଟି ଫର୍ମ-୬ ଆବେଦନପତ୍ର ଗ୍ରହଣ
- Attack on Airport:ସାଉଦି ଆରବ ଉପରେ ହୁତି ବିଦ୍ରୋହୀଙ୍କ ଆଉ ଏକ ଆକ୍ରମଣ;ବିମାନବନ୍ଦରକୁ କରାଗଲା ଟାର୍ଗେଟ
- ଏହି ଦିନ କଟକଚଣ୍ଡୀ ମନ୍ଦିର ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
- ୧୪ ବର୍ଷରେ ୬.୮ ଲକ୍ଷ ପେଙ୍ଗୁଇନ୍ ଗାଏବ ! ଆଣ୍ଟାର୍କଟିକାର ସର୍ବବୃହତ କଲୋନୀରେ ଘଟିଲା କ’ଣ ?
- ରୋନାଲ୍ଡୋଙ୍କ ଉପରେ ବଡ଼ କାର୍ୟ୍ୟାନୁଷ୍ଠାନ: ଏଫପିଏଫ ପକ୍ଷରୁ ଅସ୍ଥାୟୀ ଭାବେ କରାଗଲା ସସପେଣ୍ଡ

Comments are closed.