ମେଲବୋର୍ଣ୍ଣ: ମହିଳା ଟି୨୦ ବିଶ୍ୱକପ କ୍ରିକେଟର ଫାଇନାଲ ମୁକାବିଲା ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ । ରବିବାର ହେବାକୁ ଥିବା ଫାଇନାଲରେ ଅଷ୍ଟ୍ରେଲିଆ ପକ୍ଷରୁ ଏଲିସା ହିଲେ ଖେଳିବେ । ଦଳ ତଥା ପତ୍ନୀଙ୍କ ମନୋବଳ ବଢ଼ାଇବା ପାଇଁ ଅଷ୍ଟ୍ରେଲିଆ ପୁରୁଷ ଦଳର ପେସ ବୋଲର ମିଚେଲ ଷ୍ଟାର୍କ ସ୍ୱଦେଶ ପ୍ରତ୍ୟାବର୍ତନ କରିବେ ।
ସେ ଏବେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜରେ ଖେଳୁଥିଲେ । ଏହାକୁ ଅଧାରୁ ଛାଡି ପତ୍ନୀଙ୍କ ପାଖକୁ ଆସିବେ । କୋଚ ଜଷ୍ଟିନ ଲାଙ୍ଗର ମଧ୍ୟ ଷ୍ଟାର୍କଙ୍କୁ ଅଷ୍ଟ୍ରେଲିଆ ଫେରିଯିବା ପାଇଁ କହିଛନ୍ତି । ଏ ଭଳି ସୁଯୋଗ ବାରମ୍ବାର ଆସେ ନାହିଁ ବୋଲି ସେ କହିଛନ୍ତି ।
BREAKING NEWS
- ବ୍ରିକ୍ସ ୨୦୨୬ର ନୂଆ ଲୋଗୋ ଓ ୱେବସାଇଟ୍ ଲଞ୍ଚ କଲେ ବୈଦେଶିକ ମନ୍ତ୍ରୀ ଜୟଶଙ୍କର
- ହ୍ୟୁମାନ୍ ସାଗର ମୃତ୍ୟୁ ମାମଲା: ଅର୍ପିତାଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ
- ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ: ବିବାହର ନିଷ୍ପତ୍ତିରେ ଝିଅର ସ୍ବୀକୃତି ନେବା ନିତ୍ୟାନ୍ତ ଆବଶ୍ୟକ..
- Rashami Desai: ୮ ବର୍ଷ ଧରି ଡିପ୍ରେସନରେ ଥିଲେ ରଶ୍ମୀ ଦେଶାଇ.. ନିଜ କଥା କଲେ ଖୁଲାସା
- ଗାର୍ଲଫ୍ରେଣ୍ଡ୍ ସୋଫିଙ୍କ ସହ ନିର୍ବନ୍ଧ କଲେ ଶିଖର ଧାୱନ…
- Trump On Supreme Court Ruling On Tariffs: “ବରବାଦ୍ ହୋଇଯିବ ଆମେରିକା…”; ଭୟରେ ଟ୍ରମ୍ପ!
- ବାପା-ମାଙ୍କୁ ହଇରାଣ କଲେ ୧୦ ପ୍ରତିଶତ ଦରମା କଟାଯିବ
- ୧୪ରୁ କିଟରେ ଚେସ୍ ମହାକୁମ୍ଭ ଆରମ୍ଭ
- Ganja Smuggled: ପାଣି ବୋତଲଗାଡିରୁ ୧ କ୍ଵିଣ୍ଟାଲ ୬୦ କେଜି ଗଞ୍ଜେଇ ଜବତ, ୨ ଗିରଫ
- Blood-Written Letter to President: ରାଷ୍ଟ୍ରପତିଙ୍କୁ ରକ୍ତରେ ଚିଠି ଲେଖିଲେ ଅଧ୍ୟାପିକା
Comments are closed.