ମେଲବୋର୍ଣ୍ଣ: ମହିଳା ଟି୨୦ ବିଶ୍ୱକପ କ୍ରିକେଟର ଫାଇନାଲ ମୁକାବିଲା ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ । ରବିବାର ହେବାକୁ ଥିବା ଫାଇନାଲରେ ଅଷ୍ଟ୍ରେଲିଆ ପକ୍ଷରୁ ଏଲିସା ହିଲେ ଖେଳିବେ । ଦଳ ତଥା ପତ୍ନୀଙ୍କ ମନୋବଳ ବଢ଼ାଇବା ପାଇଁ ଅଷ୍ଟ୍ରେଲିଆ ପୁରୁଷ ଦଳର ପେସ ବୋଲର ମିଚେଲ ଷ୍ଟାର୍କ ସ୍ୱଦେଶ ପ୍ରତ୍ୟାବର୍ତନ କରିବେ ।
ସେ ଏବେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜରେ ଖେଳୁଥିଲେ । ଏହାକୁ ଅଧାରୁ ଛାଡି ପତ୍ନୀଙ୍କ ପାଖକୁ ଆସିବେ । କୋଚ ଜଷ୍ଟିନ ଲାଙ୍ଗର ମଧ୍ୟ ଷ୍ଟାର୍କଙ୍କୁ ଅଷ୍ଟ୍ରେଲିଆ ଫେରିଯିବା ପାଇଁ କହିଛନ୍ତି । ଏ ଭଳି ସୁଯୋଗ ବାରମ୍ବାର ଆସେ ନାହିଁ ବୋଲି ସେ କହିଛନ୍ତି ।
BREAKING NEWS
- ଅନ୍ଧବିଶ୍ୱାସର କରୁଣ ପରିଣତି: ଗୁଣିଗାରେଡ଼ି ସନ୍ଦେହରେ ମାଆକୁ ହତ୍ୟା କଲା ପୁଅ
- DRI Seizes Gold:ମିଳିଲା ଗୁପ୍ତ ଚାମ୍ବର; ୮.୯୮ କୋଟି ମୂଲ୍ୟର ସୁନା ଜବତ, ୨ଅଭିଯୁକ୍ତ ଗିରଫ
- ଏସସିବି ମେଡିକାଲରେ ମାନସିକ ରୋଗୀଙ୍କ ମୃତ୍ୟୁ ଘଟଣା: ଆଟେଣ୍ଡାଣ୍ଟ ଓ ସୁରକ୍ଷାକର୍ମୀ ଗିରଫ
- ରଣଜୀ ଟ୍ରଫି: ବିନା ମ୍ୟାଚ୍ ଖେଳି ପରାଜୟର ସମ୍ମୁଖୀନ ହେଲା ଅରୁଣାଚଳ ପ୍ରଦେଶ
- ୩୯ ବର୍ଷ ପରେ ପୁଣି ଏକାଠି ନଜର ଆସିବେ ଧାରାବାହିକ ରାମାୟଣର ରାମ-ସୀତା
- Fresh Kuki-Naga clashes:ମଣିପୁରରେ ପୁଣି ହିଂସା; ୯ ଜଣଙ୍କ ମୃତ୍ୟୁ, ଶାନ୍ତି ପାଇଁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ
- ସିଜେଆଇଙ୍କୁ ଭେଟିବେ, ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ଲଢ଼େଇ ଜାରି ରଖିବେ; ଖଡ଼ଗେ କହିଲେ – ଦେଶରେ ଅଘୋଷିତ ଜରୁରୀକାଳୀନ ପରିସ୍ଥିତି
- ବଲିଉଡର ସେହେନସା; ବିଗ୍ ବି’ଙ୍କ ନାଁରେ ରହିଛି ଏସବୁ ରେକର୍ଡ…
- CJP on Detentions: ‘ଜନତାଙ୍କ ଉପରେ ଖାକିର ଚାପ…ନିଜ ନାଗରିକଙ୍କ ବିରୋଧରେ ସରକାରଙ୍କ ଯୁଦ୍ଧ!’, ମୁକୁଳିବା ପରେ ସରକାରଙ୍କୁ ଘେରିଲେ CJP ନେତା
- Major Flood Hits Nepal: ନେପାଳରେ ପୁଣି ପ୍ରଳୟଙ୍କରୀ ବନ୍ୟା! ଘର, ପୋଲ, ବେସ୍ କ୍ୟାମ୍ପକୁ ଭସାଇ ନେଲା ବୁଢ଼ୀ ଗଣ୍ଡକୀର ପ୍ରଖର ସ୍ରୋତ

Comments are closed.