ପୁରୀ: ବସନ୍ତ ପଞ୍ଚମୀରେ ଆଜି ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ଫାଇଭ୍ ଟି ସଚିବ ଭି. କେ. ପାଣ୍ଡିଆନ । ଏଥିସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ସିଂହଦ୍ଵାରଠାରୁ ଆରମ୍ଭ କରି ଉତ୍ତରଦ୍ୱାର ପର୍ଯ୍ୟନ୍ତ ବାହାରେ ଅନୁଧ୍ୟାନ କରିଥିଲେ ଫାଇଭ୍ ଟି ସଚିବ । ଏନେଇ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ।
ପ୍ରତି ଶନିବାର ଫାଇଭ୍ ଟି ସଚିବ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ବେଳେ ଆଜି ବସନ୍ତ ପଞ୍ଚମୀରେ ମହାପ୍ରଭୁଙ୍କୁ ସପରିବାର ଦର୍ଶନ କରିଛନ୍ତି । ଏହି ଅବସରରେ ସେବାୟତଙ୍କ ପକ୍ଷରୁ ତାଙ୍କୁ ମହାପ୍ରଭୁଙ୍କ ପଦ୍ମବେଶର ଓଲାଗି ହଂସ ପ୍ରଦାନ କରାଯାଇଥିଲା ।
BREAKING NEWS
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
Comments are closed.