ଭୁବନେଶ୍ବର : ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ୧୦ରୁ ୧୨ଟି ପ୍ରସ୍ତାବକୁ ମିଳିପାରେ ମଞ୍ଜୁରି । କ୍ୟାବିନେଟ୍ ବୈଠକରେ ଅନୁଦାନପ୍ରାପ୍ତ କଲେଜକୁ ସପ୍ତମ ବେତନ କମିଶନ ଦରମାଭୁକ୍ତ କରାଯିବାର ସମ୍ଭାବନା ରହିଛି । ଏହାସହ ଭେଟେରେନାରୀ କ୍ୟାଡର ପୁନର୍ଗଠନକୁ ମଧ୍ୟ ମଞ୍ଜୁରି ମିଳିପାରେ । ସେହିପରି ମହିଳା ସଶକ୍ତିକରଣ, ପୂର୍ତ୍ତ, ଶକ୍ତି, ନଗର ଉନ୍ନୟନ, ପଞ୍ଚାୟତରାଜ ବିଭାଗର କିଛି ପ୍ରସ୍ତାବ ଉପରେ ମୋହର ବାଜିପାରେ । ସଂଧ୍ୟା ସାଢ଼େ ୫ଟାରେ ବୈଠକ ବସିବାକୁ ଥିବା ବେଳେ ଭିଡିଓ କନଫରେନ୍ସ ଜରିଆରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
BREAKING NEWS
- ପୂର୍ବତନ କ୍ରିକେଟର ତଥା ସାଂସଦ ୟୁସୁଫ ପଠାଣଙ୍କୁ ଗୁଜୁରାଟ ସରକାରଙ୍କ ବଡ ଉପହାର
- ବିସ୍କୁଟରେ ମିଶୁଛି ଚୋକଡ, କ୍ଷୀରରେ ଡ଼ିଟରଜେଣ୍ଟ; ଏଫଏସଏସଏଆଇ ବଡ଼ କାର୍ଯ୍ୟାନୁଷ୍ଠାନ…
- ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟିର ଗଞ୍ଜେଇ ଜବତ, ୩ ଅଟକ…
- ଟାଇଗର ଶ୍ରଫ୍ଙ୍କୁ ଫାୟାରିଂ ପଛର ସତ୍ୟ ବାହାର କଲା ପୋଲିସ: ଚାକିରି ଓ ଟଙ୍କା ଲୋଭରେ କରାଯାଇଥିଲା ଆକ୍ରମଣ
- ଦେଶବାସୀଙ୍କୁ ମୋହନ ଭାଗବତଙ୍କ ସମ୍ୱୋଧନ: କହିଲେ, ଏକତା ଓ ପ୍ରଗତି ରାସ୍ତାରେ ଆମେ ଆଗକୁ ବଢ଼ିବା ଦରକାର
- ରେଲୱେ ଟ୍ରାକ ନିକଟରେ କୁମ୍ଭୀର, ଚିନ୍ତାରେ ଲୋକେ
- ଦଶହରା ଶୁଭେଚ୍ଛା: ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
- ମା’କୁ ମାରି ରୋଷେଇ ଘରେ ପ୍ଲାଷ୍ଟର କରିବା ଘଟଣା: ପୁଅକୁ ଝାଡ଼ଖଣ୍ଡରୁ ଗିରଫ କଲା ପୋଲିସ
- ମ୍ୟାଟ୍ରିମୋନିଆଲ୍ ସାଇଟ୍ରେ ପ୍ରେମ ଜାଲ: ବିବାହ ଆଶା ଦେଖାଇ କୋଟିଏ ଟଙ୍କା ଚୂନ
- ଭାରତରୁ ନିଜ ଦେଶ ଇଣ୍ଡୋନେସିଆକୁ ଫେରିଲା ଓରାଙ୍ଗଉଟାନ ଶାବକ

Comments are closed.