Latest Odisha News

ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ଆସନ୍ତକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉଭୟ ବୈଠକ ବସିବ । ଲୋକସେବା ଭବନରେ ଅପରାହ୍ଣରେ ବୈଠକ ବସିବ । ୨୦୨୧-୨୨ ଆର୍ଥିକ ବର୍ଷ ବଜେଟକୁ ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ କରାଯିବାର ସମ୍ଭାବନା ରହିଛି ।

Comments are closed.