Latest Odisha News

ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବ । ଅପରାହ୍ନ ୫ଟା ୩୦ମିନିଟରେ ଭର୍ଚୁଆଲ ପ୍ଲାଟଫର୍ମରେ ଏହି ବୈଠକ କରାଯିବ । ବୈଠକରେ ୧୦ରୁ ୧୨ଟି ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି ।

BjdElectrycity

କ୍ୟାବିନେଟ ବୈଠକରେ ଅନୁଦାନପ୍ରାପ୍ତ କଲେଜକୁ ସପ୍ତମ ବେତନ କମିଶନ ଦରମାଭୁକ୍ତ କରାଯିବାର ସମ୍ଭାବନା ରହିଛି । ଏହାସହ ଭେଟେରନାରୀ କ୍ୟାଡ଼ର ପୁନର୍ଗଠନକୁ ମଧ୍ୟ ମଞ୍ଜୁରୀ ମିଳିପାରେ ।

Leave A Reply

Your email address will not be published.