ବୌଦ୍ଧ : STF କବ୍ଜାରେ ବନ୍ୟପ୍ରାଣୀ ସ୍ମଗଲର୍ ଗିରିଶ କୁମାର ସାହୁ । ଗ୍ରାହକ ବେଶରେ ଜିଲ୍ଲାର ହରଭଙ୍ଗାରେ ଡିଲ୍ ବେଳେ ଶିକାରୀ ଗିରିଶ କୁମାର ସାହୁକୁ ମାଡି ବସିଥିଲେ ଏସ୍ଟିଏଫ୍ ଅଧିକାରୀ। ଅଭିଯୁକ୍ତ ଗିରିଶଠାରୁ ଗୋଟିଏ କଲରାପତରିଆ ବାଘ ଓ ୨ଟି ହରିଣ ଛାଲ ଜବତ କରିଛି ସ୍ପେଶାଲ୍ ଟାସ୍କ ଫୋର୍ସ। ଜବତ କଲରାପତରିଆ ବାଘ ଛାଲ ଓ ଦୁଇଟି ହରିଣ ଛାଲକୁ ଯାଞ୍ଚ ପାଇଁ ଡେରାଡୁନ ପଠାଇ ତଦନ୍ତ ଜାରି ରଖିଛି ଏସ୍ଟିଏଫ୍ ଅଧିକାରୀ।
BREAKING NEWS
- ATCରେ ତ୍ରୁଟି, ବ୍ରିଟେନରେ ୧୦୦୦ ବିମାନ ବାତିଲ
- ବନ୍ୟା ପରେ ନେପାଳରେ ଭୂକମ୍ପ, ତୀବ୍ରତା ୫.୦…
- ଫାୟାର ସେଫ୍ଟି ନିୟମ ନମାନିଲେ ବନ୍ଦ ହେବ କୋଚିଂ ସେଣ୍ଟର…
- ବିଶ୍ୱରେ ସବୁଠୁ ଅଧିକ ଟଙ୍କା ପାଉଥିବା ପ୍ରଧାନମନ୍ତ୍ରୀ : ବଢ଼ିଲା ବାର୍ଷିକ ୧ ନିୟୁତ ଡଲାର
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
- ଓଡ଼ିଶାରେ ଗୁଜୁରାଟର ସ୍ୱତନ୍ତ୍ର ଡିଆରଆଇ ଟିମ; କଲରାପତରିଆ ବାଘ ଛାଲ ଜବତ,ଜଣେ ଗିରଫ
- ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

Comments are closed.