ଭୁବନେଶ୍ୱର: ଓଡ଼ିଶା ପୋଲିସର ସ୍ପେଶାଲ ଟାସ୍କ ଫୋର୍ସକୁ ମିଳିଲା ବଡ ସଫଳତା । ବାଲେଶ୍ୱର ନୀଳଗିରିରେ ଚଢ଼ାଉ କରି ୨ କୋଟି ୭୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ କଲା ଏସ୍ଟିଏଫ୍ । ଏଥିସହ ଏହି ଧଳାଜହରର କାରବାରରେ ସମ୍ପୃକ୍ତ ଥିବା ଦୁଇ ଜଣଙ୍କୁ ପୋଲିସ ଗିରଫ କରିଛି ।
ସୂଚନା ମୁତାବକ, ଗତକାଲି ଖବର ପାଇ ବାଲେଶ୍ୱର ନୀଳଗିରିରେ ଏସ୍ଟିଏଫ୍ ଚଢ଼ାଉ କରିଥିଲା । ୨ ହୋଲସେଲରଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୨,୭୨୯ ଗ୍ରାମର ବ୍ରାଉନ ସୁଗାର ଜବତ ହୋଇଥିବା ପୋଲିସ ଡିଜି ସୂଚନା ଦେଇଛନ୍ତି । ତେବେ ଏହି କାରବାରରେ ଆଉ କାହାର ହାତ ରହିଛି ସେନେଇ ଖୋଲତାଡ ଚାଲିଛି ।
ଗତ ୪ବର୍ଷ ଭିତରେ ରାଜ୍ୟ ପୋଲିସ ମୋଟ ୬ କିଲୋରୁ କମ ବ୍ରାଉନସୁଗର ଜବତ କରି ଥିବା ବେଳେ, ଚଳିତ ବର୍ଷ ୩ ମାସ ମଧ୍ୟରେ ୬ କୋଟି ୭୦ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗର ଏସଟିଏଫ୍ ଧରିବାରେ ସଫଳ ହୋଇଛି ବୋଲି ପୋଲିସ୍ ଡିଜି କହିଛନ୍ତି ।
BREAKING NEWS
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ;’ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
- ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖୁସୀ ଖବର, ନେଟ୍ସକୁ ଫେରିଲେ କ୍ୟାପଟେନ କୁଲ
- ୧୫ ବର୍ଷ ପରେ ଆରମ୍ଭ ହେଲା ଜନଗଣନା, ପ୍ରଥମ ଦିନରେ ୧୭ ହଜାର ଲୋକ କରିଛନ୍ତି ନଜିର ଜନ ଗଣନା
- Gold rate: ହଳଦିଆ ଓ ଧଳା ଧାତୁର କମିଲା ଦର
- Kanya Sumangala Yojana:‘ଝିଅ ଜନ୍ମ ହେବାର ବର୍ଷକ ଭିତରେ ସରକାର ଟଙ୍କା ପଠାଇବେ’
- ପରଲୋକରେ ପ୍ରଖ୍ୟାତ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ
- ପୂନର୍ବାର ଚର୍ଚ୍ଚାରେ ପନ୍ତ-ଗୋୟଙ୍କାଙ୍କ ଆଲୋଚନା
- ଓଡ଼ିଶାର ୩୦ଟି ଜିଲ୍ଲାରେ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ
- PNG Connection: ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ;ଭଡ଼ାରେ ରହୁଥିବା ବ୍ୟକ୍ତି ବି ସୁବିଧା…
Comments are closed.