ବରଗଡ଼: ପୁଣି ଏସଟିଏଫ୍ ହାତରେ ଧରା ପଡ଼ିଲା ବଜ୍ରକାପ୍ତା ଚୋରା ଚାଲାଣକାରୀ । ବରଗଡ଼ ଜିଲ୍ଲା ଘେସ ରେଞ୍ଜ ଅନ୍ତର୍ଗତ ଜାମିପାଲି ରାସ୍ତାରେ ଗତକାଲି ପ୍ରାୟ ସନ୍ଧ୍ୟା ସମୟରେ ଏକ ବଜ୍ରକାପ୍ତା ଏସଟିଏଫ୍ ଦ୍ୱାରା ଉଦ୍ଧାର କରାଯାଇ ବନ ବିଭାଗକୁ ହସ୍ତାନ୍ତର କରାଯାଇଛି। ଚୋରା ଚାଲଣ କରୁଥିବା ୧୯ ବର୍ଷୀୟ ଯୁବକକୁ ବନ ବିଭାଗ ପକ୍ଷରୁ ଅଟକ କରାଯାଇ ପଚରା ଉଚରା ଜାରି ରହିଛି।
BREAKING NEWS
- Bunker Buster Bombs On Iran Missile Sites: ଭୟଙ୍କର ରୂପ ନେଲା ଯୁଦ୍ଧ! ଇରାନୀ କ୍ଷେପଣାସ୍ତ୍ର ଘାଟି ଉପରେ ବଙ୍କର୍ ବଷ୍ଟର ବୋମା ପକାଇଲା ଆମେରିକା
- ବୁମରାହ, ଅକ୍ଷରଙ୍କ ସ୍ୟାଲେରୀ ବଢ଼ାଇବ ବିସିସିଆଇ
- ଯୁଦ୍ଧ ମଧ୍ୟରେ ଏଲ୍ପିଜି ସଙ୍କଟ: ଓଡ଼ିଆ କ୍ୟାପଟେନଙ୍କ ସାହସ ଓ କର୍ତ୍ତବ୍ୟ ପାଇଁ ଆଜି ଦେଶ ଗର୍ବିତ
- ଇରାନ ବିରୋଧରେ ଏକତ୍ର ହେବେ ଇସଲାମିକ ଦେଶ
- ବ୍ୟାଟେଲ ଅଫ ଗଲୱାନ ପରେ ବଦଳିବ ଏହି ଫିଲ୍ମର ନାମ
- ଖୁବ ଶୀଘ୍ର ରୋମାଂଟିକ ଫିଲ୍ମ କରିବେ ଶାହାରୁଖ
- Opposition Stages Symbolic Procession: ବିଧାନସଭାରେ କାହାର ଉଠିଲା ‘କୋକେଇ’?, ‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ହେଲା ପରିସର
- Jag Laadki Tanker Reaches Gujarat: ଚାଲିଛି ଯୁଦ୍ଧ, ଭାରତରେ ପହଞ୍ଚୁଛି ଜାହାଜ ପରେ ଜାହାଜ
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
Comments are closed.