ବଲାଙ୍ଗୀର : ଏସଟିଏଫ୍ ହାତରେ ଧରାପଡ଼ିଲା ହାତୀ ଦାନ୍ତ ଚୋରା ଚାଲଣକାରୀ। ବଲାଙ୍ଗୀର ଜିଲ୍ଲା ଗୁଡଭେଲାରେ ଡିଲ୍ ବେଳେ ଏସଟିଏଫ୍ ଓ ବନ ବିଭାଗ ପଞ୍ଝାରେ ପଡ଼ିଯାଇଥିଲେ ଏହି ଶିକାରୀ ଜଣକ। ଗିରଫ ହୋଇଥିବା ଅଭିଯୁକ୍ତ ହେଉଛି ବିପୁଲ ବାଗ। ବିପୁଲ ଠାରୁ ୯ କେଜି ଓଜନ ହାତୀ ଦାନ୍ତ ଜବତ କରିଛି ବନ ବିଭାଗ। ୨୦୨୧ରୁ ଆଜି ପର୍ଯ୍ୟନ୍ତ୨୧ଟି ବାଘ ଛାଲ ,୧୨ଟି ହାତୀ ଦାନ୍ତ.୨ ଟି ହରିଣ ଛାଲ ଏବଂ ୮ଟି ଜୀବନ୍ତ ବଜ୍ରକାପ୍ତା, ୧୫ କେଜି ଓଜନର ବଜ୍ରକାପ୍ତା କାତି ତବତ କରିବା ସହ ୪୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏସଟିଏଫ୍।
BREAKING NEWS
- ‘MICE ଇନ୍ସେଣ୍ଟିଭ୍ ପୋର୍ଟାଲ୍’ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ;ନିବେଶ ଓ ଅନୁଭୂତିଭିତ୍ତିକ ଭ୍ରମଣକୁ ପ୍ରୋତ୍ସାହିତ କରିବ
- ମାତ୍ର ୫ଟି ବଞ୍ଚିଥିଲେ… , ଆଜି ୩୫୦ ହେବାରୁ ଏହି ଚଢ଼େଇ ଜିତିଲା ବାର୍ଡ ଅଫ୍ ଦି ଇୟର ଟାଇଟଲ
- ପୂର୍ବତନ ବିଧାୟକ ପ୍ରଣବଙ୍କ ଗାଡ଼ିକୁ ଟେକାମାଡ଼;ଦୃଢ କାର୍ଯ୍ୟାନୁଷ୍ଠାନ ଦାବି
- ଏସୀୟ କ୍ରୀଡ଼ା ୨୦୨୬:୨୪ ବର୍ଷ ପରେ ପୁରୁଷଙ୍କଠାରୁ ଆଗରେ ମହିଳା: ୪ଟି ଅଧିକ ସ୍ୱର୍ଣ୍ଣ ଜିତିଲେ, ହକିରେ ମିଳିଲା ଅଲମ୍ପିକ ଟିକେଟ୍
- ଏସୀୟ କ୍ରୀଡ଼ା ୨୦୨୬ ଶେଷ, ଉଦ୍ଯାପନୀ ସମାରୋହରେ ଜାତୀୟ ପତାକା ଉଡ଼ାଇଲେ ନୀରୁ ଢାଣ୍ଡା; କତାରକୁ ହସ୍ତାନ୍ତର ହେଲା ଓସିଏ ଫ୍ଲାଗ୍
- କୁକୁର କାମୁଡ଼ି ଏକ ବର୍ଷର ଶିଶୁକୁ କଲା ଲହୁଲୁହାଣ
- ରୋହିତ ଶର୍ମାଙ୍କୁ ସୁନୀଲ ଗାଭାସ୍କର ଦେଲେ ବଡ଼ ଟାର୍ଗେଟ
- ସେହ୍ୱାଗଙ୍କ ପୁଅଙ୍କୁ ପ୍ରଦାନ କରାଗଲା ଦିଲ୍ଲୀ ଟିମର ବଡ ଦାୟିତ୍ୱ
- ଇରାନୀ କପ୍: ଜାମ୍ମୁ-କାଶ୍ମୀରକୁ ହରାଇ ଚାମ୍ପିୟନ୍ ହେଲା ରେଷ୍ଟ ଅଫ୍ ଇଣ୍ଡିଆ
- ନୟାପଲ୍ଲୀ ଦୁଷ୍କର୍ମ ଘଟଣା:ମୁଖ୍ୟଅଭିଯୁକ୍ତଙ୍କ ୨ ସହଯୋଗୀ ଗିରଫ

Comments are closed.