ନୟାଗଡ: ନୟାଗଡରୁ ବ୍ରାଉନସୁଗର ଜବତ । ୩ କେଜିରୁ ଅଧିକ ବ୍ରାଉନ ସୁଗାର ଜବତ ହୋଇଛି ବୋଲି କ୍ରାଇମବ୍ରାଞ୍ଜ ଏଡିଜି କହିଛନ୍ତି । ଅଭିଯୁକ୍ତଙ୍କ ଠାରୁ ୬୫ ଲକ୍ଷ ଟଙ୍କା ,୩ ଟି ପିସ୍ତଲ , ମୋବାଇଲ, ଏଟିଏମ କାର୍ଡ, ପାନ କାର୍ଡ ଅଫୁଟା ଗୁଳି ଜବତ କଲା ଏସଟିଏଫ୍ । ମୁଖ୍ୟ ଅଭିଯୁକ୍ତ ଫେରାର ଅନ୍ୟ ଅଭିଯୁକ୍ତ କେ ଭିକି ରାଓ ଗିରଫ । ପିଡବ୍ଲୁଡି ଲେନରେ ଏକ ଭଡା ଘରେ ଏହି କାରବାର ଚାଲୁଥିଲା ବୋଲି ଜଣାପଡିଛି ।
BREAKING NEWS
- ମହିଳା ଚଳାଇବେ ଆମ ବସ୍, ଟ୍ରେନିଂ ପାଇଁ ଗଲେ ପୁଣେ
- କାଙ୍ଗାଳ ପାକିସ୍ତାନର ନିଚ୍ଛକ ସତ, ଇଜ୍ଜତ ବିକି ମାଗୁଛି କରଜ
- ପ୍ରଥମ ରାଷ୍ଟ୍ରପତି ଭାବେ ମା’ ବିରଜାଙ୍କୁ ଦର୍ଶନ କରିବେ ଦ୍ରୌପଦୀ ମୁର୍ମୁ
- ଅରିଜିତଙ୍କୁ ବଡ ଅନୁରୋଧ କଲେ ନିର୍ଦ୍ଦେଶକ ବିଶାଲ ଭରଦ୍ୱାଜ
- Dhurandhar Song In Guinness World Record: ସାରା ବିଶ୍ୱରେ କ୍ରେଜ୍ ବଢ଼ାଇଛି ଧୁରନ୍ଧର୍ ସିନେମାର ଏହି ଗୀତ, ଭାଙ୍ଗିଲା ଗିନିଜ୍ ବିଶ୍ୱ ରେକର୍ଡ…ଖୁବ୍ ଶୀଘ୍ର ଭାରତ ଆସିବେ ଗାୟକ
- Kalikesh Visits Naveen Nivas: କଳିକେଶ ହେବେକି ନବୀନଙ୍କ ଉତ୍ତରାଧିକାରୀ?, ଚର୍ଚ୍ଚା ଭିତରେ ନବୀନ ନିବାସରେ ବିଧାୟକ…
- ଓଡ଼ିଆ ଭାଷାରେ ପଢିବେ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀ; ଜିଲ୍ଲା ସଦର ମହକୁମା ବହି ଦୋକାନରେ ଉପଲବ୍ଧ ହେବ
- ଫିଟ ହେଉଛନ୍ତି ତିଳକ: ବ୍ୟାଟିଂ ପରେ କଲେ ବୋଲିଂ ଅଭ୍ୟାସ
- ଏଣିକି କଲେଜରେ କ୍ଲାସ ନ କରି ଖଟି କଲେ ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ
- Road Accident: ୩ଟି ବାଇକ୍ ଉପରେ ମାଡ଼ିଗଲା ଟ୍ରକ୍, ଚାଲିଗଲା ୫ ଜୀବନ
Comments are closed.