ଭୁବନେଶ୍ୱର: ଖୋର୍ଦ୍ଧା ବନଖଣ୍ଡରୁ ଏକ ବଜ୍ରକାପ୍ତା ଚାଲାଣ କରୁଥିବାବେଳେ ଏସଟିଏଫ୍ ଟିମ୍ ଖୋର୍ଦ୍ଧା-ଜଟଣୀ ବାଇପାସ୍ ଠାରେ ଚଢାଉ କରି ୩ଜଣଙ୍କୁ ଗିରଫ କରିଛି । ଏହା ସହିତ ଜୀବନ୍ତ ବଜ୍ରକାପ୍ତାଟିକୁ ଉଦ୍ଧାର କରିବା ସହିତ କିଛି ଆପତ୍ତିଜନକ ସାମଗ୍ରୀ ସେମାନଙ୍କଠାରୁ ଜବତ କରିଛି ଏସଟିଏଫ୍ । ଗିରଫ ତିନି ଜଣ ହେଲେ କଟକ ବଡମ୍ୱାର ସାଧୁଚରଣ ମହାନ୍ତି, ରାୟଗଡା ଚାନ୍ଦିଲିର କଷ୍ଟି କାଦ୍ରକା ଓ ବଡମ୍ୱାର ବିଜୟ କୁମାର ପରିଡା । ସେମାନଙ୍କୁ ଏସଟିଏଫ୍ ଭୁବନେଶ୍ୱର କୋର୍ଟ ଚାଲାଣ କରିବ । ବଜ୍ରକାପ୍ତାଟିକୁ ସୁରକ୍ଷିତ ଭାବେ ଖୋର୍ଦ୍ଧା ଡିଏଫଓକୁ ହସ୍ତାନ୍ତର କରାଯାଇଛି ।
BREAKING NEWS
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC

Comments are closed.