ଭୁବନେଶ୍ୱର: ହୋମ କ୍ୱାରେଣ୍ଟାଇନ ଭାଙ୍ଗିଲେ ହେବ କଡା କାର୍ଯ୍ୟାନୁଷ୍ଠାନ । ଆଜି କରୋନା ଅପଡେଟ୍ ସାମ୍ବାଦିକ ସମ୍ମିଳନୀରେ ଏଭଳି କଡା ଚେତବାନୀ ଦେଇଛନ୍ତି ପୋଲିସ ଡିଜି ଅଭୟ । ସେ କହିଛନ୍ତି, ଯଦି କେହି ୧୪ ଦିନ ଘରେ ନରହି ନିୟମ ଉଲ୍ଲଂଘନ କରନ୍ତି ତେବେ ପୋଲିସ ସେମାନଙ୍କ ବିରୋଧରେ କାଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି । ଏବେ ସୁଦ୍ଧ ୬୧ଟି କ୍ୱାରେଣ୍ଟାଇନ ନିମୟ ଭଙ୍ଗ ମାମଲା ରୁଜୁ ହୋଇଛି । ତେଣୁ କ୍ୱାରେଣ୍ଟାଇନରେ ଥିବା ଲୋକଙ୍କୁ ନିୟମ ନଭାଙ୍ଗିବା ପାଇଁ ଡିଜିପି ପରାମର୍ଶ ଦେଇଛନ୍ତି ।
ସେ ଆହୁରି କହିଛନ୍ତି ଯେ, ସାରା ଦେଶରେ ଲକ ଡାଉନକୁ କଡାକଡି କରାଯାଇଥିବା ବେଳେ ଅନେକ ଲୋକ ଏହାକୁ ମାନୁନାହାନ୍ତି । ନିୟମ ଖିଲାପ ନେଇ ୧୫୦୦ରୁ ଅଧିକ ମାମଲା ରୁଜୁ ହୋଇଥିବା ବେଳେ ୧୪୦୦ ଜଣଙ୍କୁ ଗିରଫ କରାଯାଇଛି । ସେପଟେ ୨୧ ଦିନିଆ ତାଲାବନ୍ଦ ବେଳେ କରୋନା ମୁକାବିଲା ପାଇଁ ସମସ୍ତେ ସିପାହୀ ସାଜିଛନ୍ତି । ଡାକ୍ତର, ପୋଲିସ, ସଫେଇ କର୍ମଚାରୀ, ସାମ୍ବାଦିକଙ୍କ ଭଳି ଅନେକ ଲୋକ ଏହାର ମୁକାବିଲା କରୁଛନ୍ତି । ତେଣୁ ସଙ୍କଟ ସମୟରେ ପୋଲିସକୁ ସହଯୋଗ କରିବାକୁ ପୋଲିସ ଡିଜି ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି ।
BREAKING NEWS
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
Comments are closed.