ଭୁବନେଶ୍ୱର: ମାସ୍କ ଓ ସାନିଟାଇଜର କଳାବଜାରୀ ଉପରେ କଡା ନଜର ରଖାଯାଇଛି। ଏଥିପାଇଁ ଜିଲ୍ଲାପାଳ ଓ ଯୋଗାଣ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟରେ ଏସେନ୍ସିଆଲ କମୋଡିଟ ଆକ୍ଟକୁ କଡାକଡି କରାଯାଇଛି । ଯେଉଁ ବ୍ୟକ୍ତି କଳବଜାରୀ କରିବେ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଖାଦ୍ୟ ଯୋଗଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସୂଚନା ଦେଇଛନ୍ତି ।
ଯେଉଁମାନେ ମହଜୁଦ ରଖିଛନ୍ତି ସେମାନଙ୍କ ଉପରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ । ମାସ୍କ ଓ ସାନି ଟାଇଜର କଳା ବଜାରୀ ଉପରେ ନଜର ରଖାଯାଇଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି ।
BREAKING NEWS
- ଲଳିତ ମୋଦିଙ୍କ ଚାଂଚଲ୍ୟକର ବୟାନ: ଆଇପିଏଲରେ ଅମ୍ପାୟର ଫିକ୍ସ ହେଉଥିଲେ
- ୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଓଡ଼ିଶା ମଣ୍ଡପକୁ ରୌପ୍ୟ ପୁରସ୍କାର
- ଓପିଜିସି ଦ୍ଵାରା ଚାଲିଥିବା ପ୍ରକଳ୍ପର ସମୀକ୍ଷା: ଫ୍ଲାଏ ଆଶ ପରିଚାଳନା ପାଇଁ ଆସିବ ଏସଓପି
- ଆଇପିଏଲ ନିଲାମରେ ରେକର୍ଡ କଲେ ଜୟଦେବ ଉନାଡକଟ
- ଧାନମଣ୍ଡିରେ ଅବ୍ୟବସ୍ଥା ରୋକିବ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ , ଜାରି ହେଲା ଟୋଲ୍ ଫ୍ରି ନମ୍ବର
- ମୁଫାସାର ସଂଘର୍ଷ ଭଳି ମୋ କାହାଣୀ: ଶାହରୁଖ
- ଆଇପିଏଲ ନିଲାମ: ବାଂଲାଦେଶ ଖେଳାଳିଙ୍କୁ କେହି କିଣିଲେ ନାହିଁ
- ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୫ ବର୍ଷରେ ଦେଢ଼ ଲକ୍ଷ ନିଯୁକ୍ତି
- ୪୦୦ କୋଟି କ୍ଲବରେ ‘ଭୁଲଭୁଲେୟା ୩’
- ଗତ ସିଜନରେ ଥିଲା ଚାହିଦା ଏଥର ଅଲୋଡା
Comments are closed.