ଭୁବନେଶ୍ୱର: ବେପରୁଆ ଗାଡ଼ି ଚାଳକ ସାବଧାନ । କୋଭିଡ ପାଇଁ କୋହଳ ଥିବା ଟ୍ରାଫିକ୍ ଯାଞ୍ଚ ପୁଣି କଡ଼ାକଡ଼ି ହେବ । ନୂଆବର୍ଷରୁ ରାଜ୍ୟରେ ପୁଣି ଥରେ କଡ଼ାକଡ଼ି ହେବ ଟ୍ରାଫିକ୍ ଚେକିଂ । ଧରାପଡିଲେ ଗଣିବେ ମୋଟା ଅଙ୍କର ଜରିମାନା । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ।
ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ହେବ ଦୃଢ଼ କାର୍ୟ୍ୟାନୁଷ୍ଠାନ । ସୁପ୍ରିମକୋର୍ଟଙ୍କ କମିଟିର ନିର୍ଦ୍ଦେଶ ପରେ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଚଳିତ ମାସରେ ନୂଆ ଆଇନ ସଂପର୍କରେ ଲୋକଙ୍କୁ ସଚେତନ କରାଯିବ । ତାପରେ ନମାନିଲେ ଆକ୍ସନ ।
ବାଇକ୍ରେ ୨ ଜଣ ଯାକ ଆରୋହୀ ହେଲମେଟ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ପଛରେ ବସିଥିବା ବ୍ୟକ୍ତି ଏଣିତି ହେଲମେଟ୍ ନପିନ୍ଧିଲେ ଚାଲକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହେବ ।
BREAKING NEWS
- ଟାଇମ୍ସ ହାୟର ଏଜୁକେସନ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୭; ଭାରତର ୪ର୍ଥ ସ୍ଥାନରେ କିଟ୍
- ପାର୍ବଣ ପୂର୍ବରୁ ମହଙ୍ଗା ମାଡ; କମର୍ସିଆଲ ସିଲିଣ୍ଡର ଦାମ୍ ୬୨ ଟଙ୍କା ବୃଦ୍ଧି
- ଗୁଆହାଟୀ ପିଚ୍ ଉପରେ ବର୍ଷିଲେ ଗୌତମ ଗମ୍ଭୀର: “ଏହା କ୍ରିକେଟ ନୁହେଁ, କେବଳ ବ୍ୟାଟିଂ”
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ
- Odisha CEO:ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ

Comments are closed.