ଟାଙ୍ଗି : ମୋବାଇଲରେ ପବଜି ଖେଳିବା ହେଲା କାଳ । ଟ୍ରେନ ଧକ୍କାରେ ଅକାଳରେ ଚାଲିଗଲା ନୀରିହ ଛାତ୍ରଙ୍କ ଜୀବନ । ଏଭଳି ଘଟଣା ଘଟିଛି ଟାଙ୍ଗି ଗଙ୍ଗାଧରପୁର ରେଳ ଷ୍ଟେସନରେ । ସୂଚନା ମୁତାବକ, ଟାଙ୍ଗି ଥାନା ନଇରୀ ଗାଁର ସୁଶାନ୍ତ ବେହେରା ପବଜି ଖେଳୁ ଖେଳୁ ଟ୍ରେନ୍ ଲାଇନ୍ ଆଗକୁ ଚାଲି ଆସିଥିଲେ । ଫଳରେ ଟ୍ରେନ୍ ତାଙ୍କୁ ଧକ୍କା ଦେଇଥିଲା । ଗୁରୁତର ଅବସ୍ଥାରେ ସୁଶାନ୍ତଙ୍କୁ ଚିଲିକା ଅଗ୍ନିଶମ ବାହିନୀ ଉଦ୍ଧାର କରି ଟାଙ୍ଗି ମେଡିକାଲରେ ଭର୍ତ୍ତି କରିଥିଲା । ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା ।
BREAKING NEWS
- ପେଟ୍ରୋଲ ୫ ଓ ଡିଜେଲ ମୂଲ୍ୟରେ ୩ ଟଙ୍କା ବୃଦ୍ଧି କଲା ଏହି କମ୍ପାନୀ…
- ସଲମାନଙ୍କ ‘ମାତୃଭୂମି’କୁ ଗ୍ରୀନ ସିଗନାଲ୍, ଦୀୱାଲି ପରେ ରିଲିଜ୍ ପ୍ଲାନ୍
- ନନ୍ଦନକାନନରେ ସାମିଲ ୩୬ ନୂଆ ପ୍ରଜାତିର ପଶୁପକ୍ଷୀ
- ୧୦ ବର୍ଷ ବୟସରେ ମା’ଙ୍କୁ ହରାଇଲେ, ବର୍ଷକ ପରେ ପିତାଙ୍କୁ:ଏବେ ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ଜିତି ରଚିଲେ ଇତିହାସ
- ଖୁଦୁରୁକୁଣୀ ଭସାଣି ବେଳେ ଏସ୍ଆଇଙ୍କୁ ଆକ୍ରମଣ;ଡିଜେ ବଜାଇବାକୁ ନେଇ…
- ଫ୍ଲାଇଦୁବାଇ କୋ-ପାଇଲଟଙ୍କ ଆକ୍ରମଣ ଘଟଣାରେ କଣ କହିଲା ୟୁଏଇ?
- Odisha Travel Bazaar Inauguration ଓଡିଶା ହେଉ ପର୍ଯ୍ୟଟକଙ୍କ ସ୍ୱର୍ଗ: ମୁଖ୍ୟମନ୍ତ୍ରୀ
- କାର୍ ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ମାମଲା ରୁଜୁ
- ପୁରୀରେ ନିର୍ମାଣ ହେବ ନୂଆ ପତିତପାବନ ଭକ୍ତ ନିବାସ, ସେବାୟତ ଓ ତୀର୍ଥଯାତ୍ରୀଙ୍କୁ ମିଳିବ ଅଧିକ ସୁବିଧା
- ସୁବର୍ଣ୍ଣରେଖାରେ ଭାସିଗଲେ ପର୍ଯ୍ୟଟକ, ଉତ୍ତରପ୍ରଦେଶରୁ ଆସିଥିଲେ…

Comments are closed.