Latest Odisha News

BREAKING NEWS

ଭଦ୍ରକ ଉପ ଜିଲ୍ଲାପାଳଙ୍କୁ କରୋନା

ଭଦ୍ରକ: ଭଦ୍ରକ ଉପ ଜିଲ୍ଲାପାଳ ପିତାମ୍ବର ସାମଲ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଶନିବାରକୁ ଦିନ ଜିଲ୍ଲାପାଳ ଜ୍ଞାନ ଦାସ ସୂଚନା ଦେଇଛନ୍ତି ।

ଏଭଳି ସମୟରେ ଅତିରିକ୍ତ ଉପ ଜିଲ୍ଲାପାଳ ମନୋରମା ଭୂୟାଁ ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ଯାଏଁ ଏହି ଦାୟିତ୍ୱ ସମ୍ଭାଳିବେ ।

ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ଅଧିକାରୀଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ କରିଥିବା ନେଇ ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୭୬୩ ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୭୭୫ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୮ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.