Latest Odisha News

BREAKING NEWS

ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ହତ୍ୟାକାଣ୍ଡ କହିଲେ ବିଜେପି ନେତା ସୁବ୍ରମଣ୍ୟମ ସ୍ୱାମୀ; ବତାଇଲେ ୨୬ କାରଣ

ମୁମ୍ବାଇ: ବଲିଉଡ ଅଭିନେତା ତଥା ସ୍ୱର୍ଗତଃ ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟାକୁ ଏକ ହତ୍ୟାକାଣ୍ଡ ବୋଲି କହିଛନ୍ତି ବିଜେପି ନେତା ସୁବ୍ରମଣ୍ୟମ ସ୍ୱାମୀ । ଏଥିସହିତ ସେ ୨୬ଟି କାରଣ ସମ୍ପର୍କରେ ମଧ୍ୟ ବତାଇଛନ୍ତି।

ସୁବ୍ରମଣ୍ୟମଙ୍କ ଏଭଳି କଥା ସୋସିଆଲ୍ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ସେ ଟ୍ୱିଟରେ ୨୬ଟି କାରଣ ସମ୍ପର୍କରେ ଉଲ୍ଲେଖ କରିଛନ୍ତି ।

 

ସେ ଟ୍ୱିଟରରେ ଏକ ନୋଟ୍ ଶେୟାର କରିବା ସହ କ୍ୟାପସନରେ ଲେଖିଛନ୍ତି “ମୋତେ କାହିଁକି ଲାଗୁଛି ଯେ ସୁଶାନ୍ତ ସିଂହ ରାଜପୁତଙ୍କୁ ହତ୍ୟା କରାଯାଇଛି”।

ଅଧିକ ପଢନ୍ତୁ- ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲା: ପୂର୍ବତନ ପ୍ରେମିକା ଲେଖିଲେ ସତ୍ୟର ବିଜୟ

ନିକଟ ଅତୀତରେ ସୁଶାନ୍ତଙ୍କ ପିତା କେ କେ ସିଂହ ଗାର୍ଲଫ୍ରେଣ୍ଡ ରିୟା ବିରୋଧରେ ଏଫଆଇଆର୍ ଦାଏର କରିଛନ୍ତି । ଏପରିକି ରିୟା ସୁଶାନ୍ତଙ୍କୁ ଆତ୍ମହତ୍ୟା ଲାଗି ଉସୁକାଇ ଥିବା ନେଇ ସେ ଅଭିଯୋଗ ମଧ୍ୟ କରିଛନ୍ତି।

Comments are closed.