ଭୁବନେଶ୍ୱର: କରୋନା ସ୍ଥିତି ନେଇ ତାଜା ଅପ୍ଡେଟ୍ ଦେଇଛନ୍ତି ରାଜ୍ୟ ସରକାରଙ୍କ କୋଭିଡ-୧୯ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ । ଏଯାଏଁ ୬୧ ଜଣଙ୍କ ରକ୍ତ ନମୂନା ପରୀକ୍ଷା ସରିଛି । ସେଥିମଧ୍ୟରୁ ସମସ୍ତଙ୍କ ନେଗେଟିଭ ଆସିଥିବା ବେଳେ ଜଣଙ୍କ ପଜିଟିଭ ରହିଥିବା ବାଗଚୀ ସୂଚନା ଦେଇଛନ୍ତି ।
ସେହିପରି ବାହାରୁ ଆସିଥିବା ୨୬୨୬ ଜଣ ସରକାରୀ ଅନଲାଇନ୍ ପୋର୍ଟାଲରେ ପଞ୍ଜୀକରଣ କରାଇଛନ୍ତି । ୨୪ ଘଂଟା ମଧ୍ୟରେ ୧୦୪ ନମ୍ବରକୁ ୧୨ ହଜାର ଫୋନ କଲ୍ ଆସିଛି । ସେହିପରି ମାଟ୍ରିକ ପରୀକ୍ଷାର ଖାତାଦେଖାକୁ ସ୍ଥଗିତ ରଖାଯାଇଛି ବୋଲି ବାଗଚୀ କହିଛନ୍ତି ।
BREAKING NEWS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ୭୦୦ କୋଟି ଟଙ୍କାର ଅଫର ଗ୍ରହଣ କଲେନି ରାମାୟଣର ମେକର୍ସ
- ଖୁବଶୀଘ୍ର ବୀର ଝାରସୁଗୁଡା ବିମାନ ବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା
- ୨୦୨୫-୨୬ ଆର୍ଥିକ ବର୍ଷରେ ସମୁଦାୟ ୪୪.୮୨ ମିଲିଅନ୍ ଟନ୍ ଖଣିଜ ଉତ୍ପାଦନ ରେକର୍ଡ
- ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା
- ଦିନିକିଆ ବିଶ୍ୱକପ: ସାମୀଙ୍କ ପରେ ବରୁଣଙ୍କୁ ସୁଯୋଗ ନ ମିିଳିପାରେ
- ଚୋର ସହ ଠେଲାପେଲା ବେଳେ ଛାତରୁ ପଡି ଯୁବକ ମୃତ
- ଅହାନଙ୍କ ସହ ନୂଆ ଫିଲ୍ମର ଶୁଟିଂ ଆରମ୍ଭ କଲେ ଅଲୀ ଅବାସ ଜାଫର
Comments are closed.