Latest Odisha News

BREAKING NEWS

ବାଲୁକାକଳାରେ ‘ବିଜୁବାବୁ’ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର: ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ହେଉଛି ୧୦୫ ତମ ଜୟନ୍ତୀ ।

ଏହି ଅବସରରେ ପଦ୍ମଶ୍ରୀ ବିଜେତା ତଥା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ସେହିପରି କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ମଧ୍ୟ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

ବିଜୁ ବାବୁ ୧୯୧୬ ମସିହା ମାର୍ଚ୍ଚ ୫ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ। ସେ ଏକାଧାରାରେ ଥିଲେ ଜଣେ ମହାନ ସ୍ୱାଧୀନତା ସଂଗ୍ରାମୀ, ନିର୍ଭୀକ ପାଇଲଟ, ସଚ୍ଚୋଟ ରାଜନେତା ଓ ଯୁଗସ୍ରଷ୍ଟା ଜନନାୟକ ।

 

Leave A Reply

Your email address will not be published.