Latest Odisha News

BREAKING NEWS

ବାଲୁକାକଳା ମାଧ୍ୟମରେ ରାଜ୍ୟପାଳଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ : ଓଡ଼ିଶାର ମହାମହୀମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କର ଆଜି ଜନ୍ମଦିନ। ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା ନିର୍ମାଣ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ ପ୍ରସିଦ୍ଧ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ।

ଏହାକୁ ଦେଖିବା ପାଇଁ ବେଳାଭୂମିରେ ଲୋକଙ୍କ ଭିଡ ଜମିଥିଲା ।

Leave A Reply

Your email address will not be published.