Latest Odisha News

BREAKING NEWS

ଖୋଲିଲା ବଡ଼ଦେଉଳ, ପୁରୀ ବେଳାଭୂମିରେ ସୁଦର୍ଶନଙ୍କ ବାଲୁକା କଳା

ପୁରୀ: ୯ ମାସ ପରେ ସର୍ବସାଧାରଣ ଦର୍ଶନ ପାଇଁ ଖୋଲିଛି ପୁରୀ ଶ୍ରୀମନ୍ଦିର । ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି । ଏହି ଅବସରରେ ପୁରୀ ବେଳାଭୂମିରେ ଏକ ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।

ବାଲିରେ ବାଲି ସେ ତିଆରି କରିଛନ୍ତି ବଡ଼ ଦେଉଳ ଓ ପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି । ଏହାସହ କୋଭିଡ କଟକଣାରେ କିଭଳି ଭକ୍ତ ଶ୍ରୀଜିଉଙ୍କର ଦର୍ଶନ କରି ପାରିବେ ସେନେଇ ବାର୍ତ୍ତା ବି ଦେଇଛନ୍ତି ସୁଦର୍ଶନ ପଟ୍ଟନାୟକ ।

Leave A Reply

Your email address will not be published.