ମୁମ୍ବାଇ: ଅନୁରାଗ କାଶ୍ୟପ ଖୁବ ଶୀଘ୍ର ସନ୍ନି ଲିୟୋନୀଙ୍କୁ ନେଇ ଏକ ଫିଲ୍ମ କରିବାକୁ ଯାଉଛନ୍ତି । ଏଥିନେଇ ଉଭୟଙ୍କ ମଧ୍ୟରେ ବୁଝାମଣା ହୋଇଛି । ଅନୁରାଗଙ୍କ ସହ ସନ୍ନି ଏକ ଫଟୋ ଶେୟାର କରି କହିଛନ୍ତି, ମୋ ସ୍ୱପ୍ନ ସାକାର ହେବାକୁ ଯାଉଛି । ଅନୁରାଗଙ୍କ ଭଳି ଜଣେ ନିର୍ଦ୍ଦେଶକଙ୍କ ଫିଲ୍ମ କରିବା ନେଇ ମୁଁ ବ୍ୟଗ୍ରତା ସହକାରେ ଅପେକ୍ଷା କରିଥିଲି ବୋଲି ସେ କହିଛନ୍ତି । ଅନୁରାଗ ମଧ୍ୟ ସନ୍ନି ଜଣେ ଅଦ୍ଭୁତ କଳାକାର ବୋଲି କହିଛନ୍ତି । ତେବେ ଏହି ଫିଲ୍ମର ଚୂଡାନ୍ତ ରୂପରେଖ ପ୍ରସ୍ତୁତ ହେଲେ ପ୍ରଶଂସକଙ୍କୁ ଜଣାଇ ଦିଆଯିବ ବୋଲି ଅନୁରାଗ କହିଛନ୍ତି । ସନ୍ନି ଏବଂ ତାଙ୍କ ପତି ଡାନିୟଲଙ୍କ ସହ ଅନୁରାଗ ଏକ ଫଟୋ ମଧ୍ୟ ଶେୟାର କରିଛନ୍ତି । ଜିସ୍ମ ୨, ଜ୍ୟାକପଟ, ରାଗିନୀ ଏମଏମଏସ୨, ଏକ ପହେଲୀ ଲୀଲା, କୁଛ କୁଛ ଲୋଚା ହେ, ମସ୍ତୀଜାଦା ପରି ଫିଲ୍ମରେ ସନ୍ନି ଅଭିନୟ କରି ସାରିଛନ୍ତି । ସନ୍ନିଙ୍କ ପ୍ରକୃତ ନାମ କରନଜିତ କୌର । ସେ ୨୦୧୧ରେ କାନାଡାରୁ ମୁମ୍ବାଇ ଆସିଥିଲେ । ମହେଶ ଭଟ୍ଟ ତାଙ୍କୁ ଜିସ୍ମ ୨ ମାଧ୍ୟମରେ ବଲିଉଡରେ ସୁଯୋଗ ଦେଇଥିଲେ ।
BREAKING NEWS
- Naveen or Mohan?: ନବୀନ ନା ମୋହନ-କିଏ ଓଡ଼ିଶାର ବେଶୀ ପ୍ରିୟ? ଛାତ୍ର ନିର୍ବାଚନ ଫଳାଫଳ ଦେଲା ନୂଆ ରାଜନୈତିକ ସଙ୍କେତ!
- Low-Pressure System: ଅକ୍ଟୋବର ଶେଷରେ ପୁଣି ବାତ୍ୟା ଭୟ? ବଙ୍ଗୋପସାଗରରେ ବଳ ଗୋଟାଉଛି ଆଉ ଏକ ସିଷ୍ଟମ୍! ୨୫ ପରେ ଆଉ ଏକ ଲଘୁଚାପ!
- Tiger Shroff Attack: ଲରେନ୍ସର ଅଣ୍ଡରୱାର୍ଲ୍ଡ ସାମ୍ରାଜ୍ୟ; ସାବରମତୀ ଜେଲ୍ରୁ ବିଦେଶ ଯାଏଁ ବିଛାଇଛି ନେଟୱର୍କ! ସଲମାନଙ୍କ ପିଛା ଛାଡୁନି…ଟାଇଗରଙ୍କ ଉପରେ ଗୁଳିମାଡ଼ ପରେ ‘ଡି-କମ୍ପାନୀ’କୁ ନେଇ ଚର୍ଚ୍ଚା
- Vijaya Dashami: ମଣ୍ଡପରେ ମନମୋହୁଛି ମା’ଙ୍କ ମୃଣ୍ମୟୀ ରୂପ…ଆଜି ବିଜୟା ଦଶମୀ; ଅଧର୍ମ ଉପରେ ଧର୍ମର ବିଜୟ, ଶକ୍ତି ଓ ନୂତନ ଆରମ୍ଭର ପବିତ୍ର ପର୍ବ…
- ଡରିବିନି ଡିସେମ୍ବରରେ ବାଂଲାଦେଶ ଯିବି, ‘ଭୟ ମୋର କର୍ତ୍ତବ୍ୟ ସ୍ଥିର କରିପାରିବ ନାହିଁ’ : ହସିନା
- ଅକ୍ଟୋବରରେ ୨୩ରେ ‘ପିପୁଲ୍ ଏଗେନଷ୍ଟ SIR’ ପକ୍ଷରୁ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା
- ଶ୍ରୀମନ୍ଦିରରେ ମା’ ବିମଳା ଦେବୀଙ୍କ ବିଶେଷ ନୀତି; କାଲି ସକାଳ ୮ଟାରୁ ଦର୍ଶନ ଆରମ୍ଭ
- ଅକ୍ଟୋବର ୨୦ରୁ ଏହି ୪ ମେମୁ ଟ୍ରେନ୍ ବାତିଲ…
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ

Comments are closed.