Latest Odisha News

BREAKING NEWS

ଆଜି ରାତିରେ ଏହି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ବଙ୍ଗୋପସାଗରରୁ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ମହାବାତ୍ୟା ଅମ୍ଫାନ । ଉପକୂଳବର୍ତ୍ତ ଅଞ୍ଚଳରେ ଥିବା ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି ।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନାନୁଯାୟୀ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର ଏବଂ ଭଦ୍ରକ ଜିଲ୍ଲାରେ ରାତି ସାଢେ ୧୨ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

Leave A Reply

Your email address will not be published.