ବାଲେଶ୍ବର : ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍କ୍ଷେପଣ ହେଲା ସୁପରସୋନିକ୍ କ୍ରୁଜ୍ ମିସାଇଲ ବ୍ରହ୍ମୋସ । ଉତ୍କ୍ଷେପଣ ପରେ ରାଡ଼ାରରୁ ମିଳିଥିବା ତଥ୍ୟକୁ ନେଇ ଚାଲିଛି ସମୀକ୍ଷା । ଭାରତ ଓ ଋଷର ମିଳିତ ସହଯୋଗରେ ନିର୍ମିତ ହୋଇଛି ସୁପରସୋନିକ୍ କ୍ରୁଜ୍ ମିସାଇଲ ବ୍ରହ୍ମୋସ । ବ୍ରହ୍ମୋସକୁ ସ୍ଥଳ, ବାୟୁ ଓ ନୌସେନାରେ ସାମିଲ କରାଯାଇଛି । ଏହାର ଲକ୍ଷ୍ୟଭେଦ କ୍ଷମତା ୬୫୦ରୁ ୮୦୦ କିଲୋମିଟର । ଏହି କ୍ଷେପଣାସ୍ତ୍ର ଶବ୍ଦର ବେଗ ଠାରୁ ୩ଗୁଣ ଅଧିକ ବେଗରେ ଗତି କରିପାରେ । ଏଥିରେ ୨୦୦ରୁ ୩୦୦ କିଲୋଗ୍ରାମ ପର୍ଯ୍ୟନ୍ତ ଆଣବିକ ଯୁଦ୍ଧାସ୍ତ୍ର ବ୍ୟବହାର କରାଯାଇ ପାରିବ ।
BREAKING NEWS
- ସରକାରୀ ଖଜଣାରୁ ୩ କୋଟି ୬୭ ଲକ୍ଷ ଟଙ୍କା ଲୁଟ୍ ଅଭିଯୋଗ, ୨ ଗିରଫ
- Malda Hostage Case:ବିମାନବନ୍ଦରରୁ ମାଲଦା ହିଂସାର ‘ମାଷ୍ଟରମାଇଣ୍ଡ’ AIMIM ନେତା ଗିରଫ, ଅନ୍ୟ ୩୫ ଜଣ ମଧ୍ୟ ବନ୍ଧା ହେଲେ
- ମିଛ କହିବା ଦ୍ୱାରା ଗରମ ହୁଏ ଶରୀରର ଏହି ଅଂଶ, ଜାଣନ୍ତୁ ଏହା ପଛର ରହସ୍ୟ..
- CM Completed His self-enumeration: ସ୍ୱ-ଜନଗଣନାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ନିଜ ବାସଭବନରେ କଲେ ନିଜର ସେଲ୍ଫ ଏନୁମରେସନ୍
- ଭୂତଳର କେଉଁ ସ୍ଥାନରୁ ଆସିଥାଏ ତେଲ? ଜାଣନ୍ତୁ ଏହା କାହିଁକି କିଛି ସୀମିତ ସ୍ଥାନରୁ ମିଳେ
- ଆଳୁ ଦର ୧୨ ଟଙ୍କାରୁ ଅଧିକ ବିକ୍ରି କଲେ ହେବ କାର୍ଯ୍ୟାନୁଷ୍ଠାନ: ଯୋଗାଣ ବିଭାଗ
- Explosion: ବାଣ ଭିଡ଼ିବା ବେଳେ ଭୟଙ୍କର ବିସ୍ଫୋରଣ; ନାବାଳକ ସମେତ ୬ ଜଣ ଗୁରୁତର
- No Transit Fee On India In Hormuz Strait: ହରମୁଜ୍ ପ୍ରଣାଳୀରେ ନାହିଁ ଭାରତୀୟ ଜାହାଜ ଉପରେ କୌଣସି ଅତିରିକ୍ତ ଟିକସ…
- Fire Safety Mandatory for All Government Building: ଏଣିକି ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ରହିବା ବାଧ୍ୟତାମୂଳକ
- ଲଞ୍ଚ ହେଲା INS ଅରିଧମନ, ସମୁଦ୍ରରେ ଶତ୍ରୁଙ୍କୁ କରିବ ଧ୍ୱଂସ
Comments are closed.