ନୂଆଦିଲ୍ଲୀ : ବିଭିନ୍ନ ହାଇକୋର୍ଟର ୧୭ ଜଣ ବିଚାରପତିଙ୍କ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ୍ କରିଛନ୍ତି । ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ସଞ୍ଜୟ କୁମାର ମିଶ୍ରଙ୍କର ଉତ୍ତରାଖଣ୍ଡ ହାଇକୋର୍ଟକୁ ବଦଳି ପାଇଁ ସୁପାରିସ କରାଯାଇଛି । ସେହିପରି କୋଲକାତା ହାଇକୋର୍ଟରୁ ୨ଜଣ ବିଚାରପତି ଓ ପଞ୍ଜାବ-ହରିୟାଣା ହାଇକୋର୍ଟର ଜଣେ ବିଚାରପତିଙ୍କର ଓଡ଼ିଶା ହାଇକୋର୍ଟକୁ ବଦଳି ପାଇଁ ସୁପାରିସ କରାଯାଇଛି । ଓଡିଶା ହାଇକୋର୍ଟକୁ ବଦଳି ପାଇଁ ସୁପାରିସ ହୋଇଥିବା ୩ ବିଚାରପତି ହେଲେ ଜଷ୍ଟିସ ସୌମେନ ସେନ, ଜଷ୍ଟିସ ଅରିନ୍ଦମ ସିହ୍ନା ଓ ଜଷ୍ଟିସ ଯଶୋବନ୍ତ ସିଂହ । ଆହ୍ଲାବାଦ ହାଇକୋର୍ଟରୁ ସର୍ବାଧିକ ୪ଜଣ ବିଚାରପତିଙ୍କ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଛନ୍ତି ।
BREAKING NEWS
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
- ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଷୁବ ପୁରସ୍କାର ଓ ଏହିମାନେ ପାଇବେ ‘ଝଙ୍କାର’ ପୁରସ୍କାର
- Terror network:ଆତଙ୍କବାଦୀ ମଡ୍ୟୁଲ୍ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ;ପାକିସ୍ତାନ ସହ ଜଡିତ ୨ଅସ୍ତ୍ରଶସ୍ତ୍ର ଚୋରାଚାଲାଣକାରୀ ଗିରଫ
- ଆଇପିଏଲରୁ ଅବସର କାହିଁକି ନେଲେ କହିଲେ ଅଶ୍ୱୀନ
- ଟି୨୦: ଟିମ ଇଣ୍ଡିଆରେ ସ୍ଥାନ ପାଇବା ପାଇଁ ୮ ଓପନରଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦ୍ୱିତା
- ଉତ୍କଳିକା – କୋଚିନ ଓଡ଼ିଆ ସଂଘ ଦ୍ୱାରା ୧୬ତମ ପ୍ରତିଷ୍ଠା ଦିବସ ଓ ଉତ୍କଳ ଦିବସ ପାଳିତ
- ସିଙ୍ଗାପୁରରେ ପାଳିତ ହେଲା ଉତ୍କଳ ଦିବସ ୨୦୨୬, ମନମୁଗ୍ଧ କଲେ ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦାମ ପ୍ରଧାନ
- ବାହାର ରାଜ୍ୟର ପୁରୁଣା ବାଣିଜ୍ୟିକ ଗାଡ଼ି ମନା
- LPG ପରି PNG ମଧ୍ୟ ଆମଦାନୀ ଏବଂ ରପ୍ତାନି କରାଯାଇପାରେ କି?
Comments are closed.