ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ନୂପୁର ଶର୍ମାଙ୍କ ଆବେଦନକୁ ଗ୍ରହଣ କରିଛନ୍ତି । ଯାଂଚ ନସରିବା ପର୍ଯ୍ୟନ୍ତ ନୂପୁରଙ୍କ ଗିରଫ ଉପରେ ରୋକ ଲଗାଇଛନ୍ତି । ମହମ୍ମଦଙ୍କ ଉପରେ ଟିପ୍ପଣୀ ଦେଇଥିବାରୁ ତାଙ୍କ ନାମରେ ଭିନ୍ନ ଭିନ୍ନ ରାଜ୍ୟରେ ୯ଟି ମାମଲା ଦାୟର ହୋଇଥିଲା । ସୁପ୍ରିମକୋର୍ଟ ସବୁ ମାମଲା ଦିଲ୍ଲୀକୁ ସ୍ଥାନାନ୍ତରିତ କରିଥିବା ବେଳେ ଦିଲ୍ଲୀ ପୁଲିସ ତଦନ୍ତ କରିବାକୁ ନିର୍ଦେଶ ଦେଇଛନ୍ତି । ଏହା ସହ ତଦନ୍ତ ନସରିବା ପର୍ଯ୍ୟନ୍ତ ଗିରଫ ନକରିବା ପାଇଁ ନିର୍ଦେଶ ଦେଇଛନ୍ତି । ବିବାଦିତ ବୟାନ ଦେଇଥିବାରୁ ତାଙ୍କୁ ବିଜେପି ଦଳରୁ ନିଲମ୍ବନ କରିଛି ।
BREAKING NEWS
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
- ହାତୀ ମୃତ୍ୟୁ ମାମଲା; ଏସିଏଫ ସୂର୍ଯ୍ୟକାନ୍ତ ବେହେରା ନିଲମ୍ବିତ
- ରଣଜୀ ଟ୍ରଫି: ଓଡିଶା ୨୨୧ ରନରେ ଅଗ୍ରଣୀ
- ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦିବଙ୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ର
- ଲାଞ୍ଚ ନେଇ ବନ୍ଧା ହେଲେ ପଶୁଚିକିତ୍ସା କାର୍ଯ୍ୟାଳୟର କର୍ମୀ
- ମାଓ ସଂଗଠନ ପାଇଁ ଅଡିଓ ବାର୍ତ୍ତା ଜାରି କଲେ ଡିଜିପି; ସରେଣ୍ଡର ପାଇଁ ଏହି ଫୋନ୍ ନଂରେ ଯୋଗାଯୋଗ କରନ୍ତୁ…
- ମହିଳା ଚଳାଇବେ ଆମ ବସ୍, ଟ୍ରେନିଂ ପାଇଁ ଗଲେ ପୁଣେ
- କାଙ୍ଗାଳ ପାକିସ୍ତାନର ନିଚ୍ଛକ ସତ, ଇଜ୍ଜତ ବିକି ମାଗୁଛି କରଜ
- ପ୍ରଥମ ରାଷ୍ଟ୍ରପତି ଭାବେ ମା’ ବିରଜାଙ୍କୁ ଦର୍ଶନ କରିବେ ଦ୍ରୌପଦୀ ମୁର୍ମୁ
- ଅରିଜିତଙ୍କୁ ବଡ ଅନୁରୋଧ କଲେ ନିର୍ଦ୍ଦେଶକ ବିଶାଲ ଭରଦ୍ୱାଜ
Comments are closed.