କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ କୁସୁନପୁର ଗାଁର ଜଣେ ସୁରତ ଫେରନ୍ତାଙ୍କର ବୁଧବାର ବିଳମ୍ବିତ ରାତିରେ କଟକସ୍ଥିତ ଏସସିବିରେ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ନାମ ଚିତ୍ତରଂଜନ ନାୟକ। ସେ ସୁରତରୁ ଫେରିବା ପରେ ୧୪ ଦିନ ମାର୍ଶାଘାଇସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଙ୍ଗରୋଧରେ ରହିଥିଲେ। ଗୁରୁବାର ଦିନ ସେ ସଙ୍ଗରୋଧ କେନ୍ଦ୍ରରୁ ଘରକୁ ଯାଇଥିଲେ । ମାତ୍ର ବୁଧବାର ହଠାତ୍ ସେ ଅସୁସ୍ଥ ହୋଇପଡିଥିଲେ। ସ୍ଥାନୀୟ ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଏସସିବି ସ୍ଥାନାନ୍ତର କରାଯାଇଥିଲା, ଯେଉଁଠାରେ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
BREAKING NEWS
- ଜାତିସଂଘ ଉପରେ ବିଶ୍ୱାସ ଅଛି, ଟ୍ରମ୍ପଙ୍କ ଶାନ୍ତି ବୋର୍ଡ ଦରକାର ନାହିଁ: ସ୍ପେନ
- ରାଉରକେଲା ବିମାନ ଦୁର୍ଘଟଣା: ପାଇଲଟ ତରୁଣ ଶ୍ରୀବାସ୍ତବ ସୁସ୍ଥ ହୋଇ ଫେରିଲେ
- ସୁଯୋଗ ହାତଛଡା କରୁଛନ୍ତି ସଞ୍ଜୁ ସାମସନ
- ‘Border 2’ ରିଲିଜ ପରେ ମନକଥା କହିଲେ ଦିଲଜିତ୍…
- ଫିଟ ଅଛନ୍ତି ତ ବୁମରାହ, ଚିନ୍ତା ବଢ଼ାଇଲା
- Maoists Surrender: ୪୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା ୯ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ
- ବିଜେଡି ଛାଡ଼ି ବିଜେପିରେ ମିଶିଲେ ପାଟଣାଗଡ଼ ଏନ୍ଏସି ଉପାଧ୍ୟକ୍ଷଙ୍କ ସମେତ ୭ କାଉନ୍ସିଲର
- ଧାନ ସଂଗ୍ରହରେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାଗୁଡ଼ିକ ବହୁତ ପଛରେ: ବିଜେଡି
- ଦୁନିଆରେ ମାନବ ସମାଜ ଠାରୁ ଅଧିକ ହେବ ରୋବୋଟ ସଂଖ୍ୟା..
- ବାଂଲାଦେଶ ବିପକ୍ଷରେ ଆଇସିସି ନେଇପାରେ କଠୋର କାର୍ଯ୍ୟାନୁଷ୍ଠାନ
Comments are closed.