Latest Odisha News

BREAKING NEWS

କୃଷି ଉତ୍ପାଦନ କମିଶନର୍ ଭାବେ ସୁରେଶ ମହାପାତ୍ର ନିଯୁକ୍ତ

ଭୁବନେଶ୍ୱର: ଓଡ଼ିଶା ସରକାର ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ କୃଷି ଉତ୍ପାଦନ କମିଶନର୍ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି ।

ଏପ୍ରିଲ୍ ୨୬ ତାରିଖରେ ରାଜ୍ୟ ସରକାର ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ପ୍ରମୁଖ ସଚିବ ଭାବେ ନିଯୁକ୍ତି ପ୍ରଦାନ କରିବା ପରେ ୨୮ ଏପ୍ରିଲରେ ଏହି ୧୯୮୬ ବ୍ୟାଚର ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ଏହି ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି ।

ଅଧୁନା ବରିଷ୍ଠ ଆଇଏଏସ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ଯୋଜନା ଓ ଅଭିସରଣ ଡେପୁଟି କମିଶନର ତଥା ଅତିରିକ୍ତ ପ୍ରମୁଖ ସଚିବ ତଥା ସଚିବ ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି ।

Leave A Reply

Your email address will not be published.